ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ସୈଫଙ୍କୁ ଛୁରାମାଡ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ

ମୁମ୍ବାଇ: ଅଭିନେତା ସୈଫ ଅଲି ଖାନଙ୍କୁ ଆକ୍ରମଣ ଘଟଣାରେ ପୋଲିସକୁ ମିଳିଛି ବଡ ସଫଳତା। ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ମୁମ୍ବାଇ ପୋଲିସ। ରବିବାର ହିରାନାନ୍ଦାନୀ ଅଞ୍ଚଳରୁ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ବାଂଲାଦେଶୀ ହୋଇଥିବା ସନ୍ଦେହ କରାଯାଉଛି।ପୋଲିସ ସୂଚନା
Read More...

ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା ଜାରି

ଆହୁରି ୫ ଦିନ ଶୀତରେ ଥରିବ ଓଡିଶା ଭୁବନେଶ୍ବର: ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ। ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏହା ସାଙ୍ଗକୁ ଘନ କୁହୁଡି
Read More...

ଦୁର୍ଘଟଣାରେ ମନୁ ଭାକରଙ୍କ ମାମୁଁ ଓ ଆଈ ମୃତ

ହରିୟାଣା: ଏକ ସଡକ ଦୁର୍ଘଟଣାରେ ଅଲିମ୍ପିକ୍ସ ପଦକ ବିଜେତା ମନୁ ଭାକରଙ୍କ ମାମୁଁ ଏବଂ ଆଈଙ୍କ ମୃତ୍ୟୁ ଘଟିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍‌ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ମନୁଙ୍କ ମାମୁଁ ଏବଂ ଆଈ ଏକ ସ୍କୁଟିରେ ଯାଉଥିବାବେଳେ ସାମ୍ନା ପଟୁ ଗୋଟିଏ କାର ଦ୍ରୁତଗତିରେ ଆସି ଧକ୍କା
Read More...

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ଆରମ୍ଭ ହେବାକୁ ଯାଉଛି ସଂସଦ ବଜେଟ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ଏହା ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ୩୧ରୁ ଆରମ୍ଭ ହୋଇ ଫେବ୍ରୁଆରୀ ୧୩ ଯାଏ ଚାଲି। ଲଗାତର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ କେନ୍ଦ୍ର
Read More...

ପଟ୍ଟଚିତ୍ର କିଣିଲେ ସିଙ୍ଗାପୁର ରାଷ୍ଟ୍ରପତି

ପୁରୀ: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍‌ଙ୍କ ଓଡ଼ିଶା ଗସ୍ତର ଆଜି (ଶନିବାର) ଦ୍ୱିତୀୟ ଦିନ। ଆଜି ସେ ପୁରୀ ଜିଲ୍ଲାର ପ୍ରସିଦ୍ଧ ଐତିହ୍ୟ ଗ୍ରାମ ରଘୁରାଜପୁରକୁ ନିଜ ପତ୍ନୀଙ୍କ ସହ ପରିଦର୍ଶନ କରିଛନ୍ତି। କଳାସଂସ୍କୃତିରେ ଭରପୂର ଏହି ଗ୍ରାମ ବୁଲିବା ସମୟରେ ସିଙ୍ଗାପୁର
Read More...

ଆର୍‌.ଜି କର ହସ୍ପିଟାଲ ଘଟଣାରେ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟ

କୋଲକାତା: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦହ କୋର୍ଟ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୨୦ ତାରିଖରେ ସଞ୍ଜୟ ରାୟକୁ ଦଣ୍ଡ ଶୁଣାଇବେ କୋର୍ଟ। ସୂଚନା ଯୋଗ୍ୟ,
Read More...

ରାଜଭବନ ଛକରେ ସିରଜି ଦୁର୍ଘଟଣା: ଜଣେ ମୃତ, ୪ ଗୁରୁତର

ଭୁବନେଶ୍ୱର: ରାଜଭବନ ଛକରେ ଶନିବାର ସିରିଜ ଦୁର୍ଘଟଣା ଘଟିଛି। ରାଜଭବନ ଛକରେ ସିରଜି ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛ। ଏକ କାର ଗୋଟିଏ ବାଇକ୍‌କୁ ଘୋଷାଡ଼ି ନେବା ସହ ଦ୍ରୁତ ଗତିରେ ଯାଇ ଆଉ ଏକ ବାଇକୁ ପିଟିଥିଲା। ବାଇକକୁ ପିଟିବା ପରେ ରାଜଭବନ ଛକ ଡିଭାଇଡର ଉପରକୁ କାରଟି
Read More...

ଗାଡ଼ିର ଇନ୍‌ସୁରାନ୍ସ ନଥିଲେ ଅଟୋମେଟିକ୍‌ କଟିଯିବ ଚାଲାଣ

ଭୁବନେଶ୍ବର: ଫେବୃଆରୀ ପହିଲାରୁ ସାରା ରାଜ୍ୟରେ ଲାଗୁ ହେବ ମୋଟର ଯାନ ଆଇନ। ଏଣିକି ଗାଡି ଚାଳକ ସାବଧାନ। ଗାଡି ବୀମା ବା ଇନସୁରାନ୍ସ ନଥିଲେ କଟିବ ଚାଲାଣ। ରାଜପଥରେ ଲାଗିଥିବା କ୍ୟାମେରା ଜରିଆରେ ସ୍ବୟଂଚାଳିତ ଭାବେ ବା ଅଟୋମେଟିକ୍‌ ଚାଲାଣ କଟିଯିବ। ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ
Read More...

ଇମ୍ରାନ ଖାନଙ୍କୁ ୧୪ ବର୍ଷ ଓ ପତ୍ନୀ ବୁଶରାଙ୍କୁ ୭ ବର୍ଷ ଜେଲଦଣ୍ଡ

ପାକିସ୍ତାନ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାଗିଛି ଏକ ବଡ଼ ଝଟକା। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ଶୁଣାଣି ହୋଇଛି। ଅଲକାଦିର ଟ୍ରଷ୍ଟ ମାମଲାରେ ପାକିସ୍ତାନର ଏକ ଅଦାଲତ ଏହି ଶୁଣାଣି କରିଛନ୍ତି। ଏହି ମାମଲାରେ ଇମ୍ରାନଙ୍କ ପତ୍ନୀ
Read More...

ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ

କଟକ:ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ ସମ୍ପାଦନ କରିବେ। ଏ ସଂକ୍ରାନ୍ତରେ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅଛନ୍ତି। ଚଳିତ ମାସ ୧୯ରେ
Read More...