ହୋଲି ପାଇଁ ଗାଇଡ୍ଲାଇନ୍ ଜାରି କଲା କମିଶନରେଟ୍ ପୋଲିସ
ଭୁବନେଶ୍ବର: ହୋଲି ପୂର୍ବରୁ ଆକ୍ସନ ମୋଡରେ ନୂଆ ଡିସିପି। ହୋଲି ପାଇଁ ଗାଇଡ୍ଲାଇନ୍ ଜାରି କଲା କମିଶନରେଟ୍ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍ମିଟ୍ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା।
ହୋଲି ଦିନ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ।!-->!-->!-->…
Read More...
Read More...