ପ୍ରମୁଖ ଖବର

ସ୍ୱିଡେନରେ ପ୍ରଧାନମନ୍ତ୍ରୀ ମୋଦୀ; ‘ରୟାଲ ଅର୍ଡର ଅଫ୍ ପୋଲାର ଷ୍ଟାର’ ସମ୍ମାନରେ ସମ୍ମାନିତ
ହର୍ମୁଜ ଅତିକ୍ରମ କରି ଗୁଜରାଟରେ ପହଞ୍ଚିଲା ୨୦ ହଜାର ଟନ୍‌ ଏଲପିଜି ବୋଝେଇ ଟ୍ୟାଙ୍କର
ଇସ୍ତଫା ଦେବେ ବ୍ରିଟେନ ପ୍ରଧାନମନ୍ତ୍ରୀ କେର୍‌ ଷ୍ଟାର୍ମର!
ଶୁଭେନ୍ଦୁ ଅଧିକାରୀଙ୍କୁ ହତ୍ୟା ଧମକ; କଲକାତାରୁ ଜଣେ ଗିରଫ

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କା ସହ ନିଯୁକ୍ତି

ଭୁବନେଶ୍ବର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁହିଁଙ୍କ ସ୍ୱାମୀ ପି.ସି.ଆର୍ ଭ୍ୟାନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ
Read More...

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ: ଢେଙ୍କାନାଳର ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ବେଆଇନ ଭାବେ ୩ ଲକ୍ଷ ଟଙ୍କା ଧରି ଯାଉଥିବା ବେଳେ ଧରା ପଡ଼ିଥିଲେ। ଗିରଫ ହେବାର ଦିନକ ପରେ ଅର୍ଥାତ୍ ବୁଧବାର ଓଡ଼ିଶା ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ପାଖରେ ଥିବା ଦୁଇଟି କୋଠା ଏବଂ ଆଠଟି ଉଚ୍ଚ ମୂଲ୍ୟର ପ୍ଲଟ୍ ସମେତ ବିପୁଳ
Read More...

ରାଜଧାନୀ ବିଚ୍‌ ରାସ୍ତାରେ ଜଳିଗଲେ କଲେଜ ଛାତ୍ର

ଭୁବନେଶ୍ବର; ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଇମ୍ଫୋଭାଲି ଥାନା ମଦନପୁରର ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର। ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଛାତ୍ର ଜଣକଙ୍କର ପରିଚୟ ସମ୍ବଲପୁରର ପ୍ରଦୀପ ପାଢୀ ବୋଲି
Read More...

ନରସିଂହ ସ୍ୱାମୀ ମନ୍ଦିରର କାନ୍ଥ ଭୁଶୁଡ଼ି ୭ ମୃତ, ଅନେକ ଗୁରୁତର

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ସୀମାଞ୍ଚଳମ୍‌ର ଶ୍ରୀବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ବଡ଼ ଅଘଟଣ ଘଟିଛି। ବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ଚନ୍ଦନ ଉତ୍ସବ ଚାଲିଥିବା ବେଳେ ଭୁଷୁଡି ପଡିଲା ୨୦ ଫୁଟର କାନ୍ଥ। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ
Read More...

ପ୍ରଧାନମନ୍ତ୍ରୀଙ୍କ ରୁଷ ଗସ୍ତ ବାତିଲ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଏପରି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷ ଗସ୍ତକୁ ବାତିଲ କରାଯାଇଛି। ମେ’ ୯ ତାରିଖ ରୁଷିଆର ବିଜୟ ଦିବସ ପରେଡରେ ଭାଗ ନେବେ ନାହିଁ ମୋଦି। ଏନେଇ କ୍ରେମଲିନ୍ ମୁଖପାତ୍ର
Read More...

୫୧ ଲକ୍ଷ ଚାଷୀଙ୍କୁ ୧ କୋଟି ଟଙ୍କାର ସିଏମ୍ କିଷାନ ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା। ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମ ଠାରେ ରାଜ୍ୟ ସ୍ତରୀୟ କୃଷକ ଦିବସ ସମାରୋହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀଙ୍କ ଆକାଉଣ୍ଟକୁ ସିଏମ କିଷାନ ଟଙ୍କା
Read More...

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୪ ଜୀବନ୍ତ ଦଗ୍ଧ

କୋଲକାତା: ହୋଟେଲରେ ଅଗ୍ନିକାଣ୍ଡ ଘଟି ୧୪ ଜଣ ଲୋକ ଜୀବନ୍ତ ଦଗ୍ଧ। କୋଲକାତା ବଡ଼ ବଜାରରେ ଏକ ହୋଟେଲ୍‌ରେ ଗତରାତିରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ରହିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି। ହୋଟେଲ ଉପର
Read More...

୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ ହେବ ଓଡିଶା : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର; ୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମଆର) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ଏକ
Read More...

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର

ଭୁବନେଶ୍ବର: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ
Read More...

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ। ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ଓୟୁଏଟି ପରିସର ଫାର୍ମରେ ଅଖୀମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ। ହଳ କରି ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ। ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ।
Read More...