ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ

ଭୁବନେଶ୍ବର: ଆଇଏଏସ୍‌ ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ବ। ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ବ ମିଳିଛି। ଓଡ଼ିଶାରେ DCR ଭାବେ ଦାୟିତ୍ବ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ର ସରକାର ସୋମବାର ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ନିଖିଲ
Read More...

ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ବୌଦ୍ଧ: ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ କରିଛି ଏସଟିଏଫ। ଏହି ଘଟଣାରେ ଜଣେ ଶିକାରୀକୁ ମଧ୍ୟ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଉଛି ୪୫ ବର୍ଷୀୟ ପ୍ରମୋଦ ପରିଡ଼ା। ଜବତ କରାଯାଇଥିବା ୨ ହାତୀ ଦାନ୍ତର ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।ସୂଚନା ଅନୁସାରେ, ବୌଦ୍ଧ
Read More...

ଖୁବଶୀଘ୍ର ନୂଆ ମଦ ନୀତି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ନୂଆ ମଦ ନୀତି ରାଜ୍ୟରେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି। ନୂତନ ଅବକାରୀ ନୀତିରେ ନୂଆ
Read More...

ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ସନ୍ଧ୍ୟାରେ ଏକ ଧଳା ବାଘଛୁଆଙ୍କର ମୃତ୍ୟୁ ହୋଇଛି। ୭ମାସର ଏହି ମାଈ ଧଳା ବାଘ ଛୁଆଟି ମେଲାନିଷ୍ଟିକ ବାଘ କ୍ରିଷ୍ଣା ଏବଂ ଧଳା ବାଘୁଣୀ ରୂପାଠାରୁ ୨୦୨୪ ନଭେମ୍ବର ୨ରେ ଜନ୍ମଗ୍ରହଣ କରିଥିଲା। ସୂଚନା ଅନୁଯାୟୀ, ଶାବକଟି ପଙ୍ଗୁ ହେବାର
Read More...

ଜେଇଇ ଆଡଭାନ୍ସଡ-୨୦୨୫; ହଂସ ଦାରୁକା ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ପରୀକ୍ଷାଫଳ। ଆଇଆଇଟି କାନପୁର ଦ୍ଵାରା ପରିଚାଳିତ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି। ଏଥିରେ ଆଇଆଇଟି ଦିଲ୍ଲୀ ଜୋନର ରଜିତ୍ ଗୁପ୍ତା ସର୍ବଭାରତୀୟ ଟପ୍ପର ହୋଇଛନ୍ତି। ସେ ୩୬୦ ରୁ ୩୩୨ ମାର୍କ ରଖି ଅଲ୍ ଇଣ୍ଡିଆ
Read More...

ସେନା ଶିବିରରେ ଭୂସ୍ଖଳନ: ୩ ମୃତ, ୯ ଯବାନ ନିଖୋଜ

ସିକ୍କିମ: ଉତ୍ତର-ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବର୍ଷା ଏବଂ ଭୂସ୍ଖଳନ ତାଣ୍ଡବ ରଚିଛି। ସିକ୍କିମର ଏକ ସେନା ଶିବିରରେ ଭୂସ୍ଖଳନ ହୋଇଛି। ଏହି ଦୁର୍ଘଟଣାରେ କିଛି ସୈନିକଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ଏହା ସହିତ ୯ ଜଣ ସୈନିକ ମଧ୍ୟ ନିଖୋଜ
Read More...

ଭାରସାମ୍ୟ ହରାଇ ଓଲଟିଲା ବସ୍, ୫୦ରୁ ଅଧିକ ଯାତ୍ରୀ ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍‌। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଚାପିହୋଇ ରହିଥିବା ସୂଚନା। ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ଆଜି ସକାଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ହାଇଦ୍ରାବାଦରୁ ଭବାନୀପାଟଣା ଅଭିମୁଖେ
Read More...

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚ ଶିକ୍ଷା ବିଭାଗ ସୋମବାର ଏକ ବଡ଼ ପଦକ୍ଷେପ ନେଇଛି। ରାଜ୍ୟରେ ଯୁକ୍ତ ତିନି ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଜୁନ ୪ତାରିଖ ରାତି ୧୧ଟା ୪୫ମିନିଟ୍‍ ଯାଏଁ ଛାତ୍ରଛାତ୍ରୀ ମାନେ ଫର୍ମ ଦାଖଲ କରିପାରିବେ।ଏନେଇ
Read More...

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ କେଇ ଘଣ୍ଟା ଭିତରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।। ଗତକାଲି ସକାଳ ସୁଦ୍ଧା ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାତି ସୁଦ୍ଧା ୯କୁ ବଢିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ଆଜି ସକାଳେ ଆଉ ୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ
Read More...

ରାଉରକେଲାରେ ବିସ୍ଫୋରକ ଭର୍ତ୍ତି ୨ ଟ୍ରକ୍ ଜବତ

ରାଉରକେଲା: ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ପେଟ୍ରୋଲ୍‌ ପମ୍ପ୍ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ
Read More...