ପ୍ରମୁଖ ଖବର

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌
ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି
ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ
ଅବାନ୍ତର ଓ ମିଛ କଥା କହୁଛନ୍ତି ରାହୁଲ: ଆଇନ ମନ୍ତ୍ରୀ
ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରଖିଛନ୍ତି। ଜ୍ୱରରେ
Read More...

୨୦ରୁ ଖୋଲିବ ସ୍କୁଲ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ୨୦ ତାରିଖରେ ଖୋଲିବ ସମସ୍ତ ସ୍କୁଲ। ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ପ୍ରବଳ ଖରା ପାଇଁ ଏପ୍ରିଲ ୨୩ ରୁ ରାଜ୍ୟ ସରକାର ଖରା ଛୁଟି ଘୋଷଣା କରିଥିଲେ। ଆସନ୍ତା ୨୦ରୁ ଖୋଲିବ ସ୍କୁଲ।ବିଦ୍ୟାଳୟ
Read More...

ଅଣ ସେବାୟତଙ୍କୁ ରଥ ଉପର ମନା

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଆଇନ୍
Read More...

ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

ଗୁଜରାଟ: ଚିହ୍ନଟ ହେଲା ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମୃତ ଶରୀର। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଯାଉଥିବା ୨୪୨ ଜଣ ଯାତ୍ରୀ ମଧ୍ୟରେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ରହିଥିଲେ। ବିମାନ ଦୁର୍ଘଟଣାରେ ମୃତ ଶରୀର ଗୁଡ଼ିକ
Read More...

ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ୫ ଦିନିଆ ବିଦେଶ ଗସ୍ତରେ ଯାଇଛନ୍ତି। ଭାରତ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ସକ୍ରିୟ ଆତଙ୍କବାଦୀ ଭିତ୍ତିଭୂମିକୁ ଟାର୍ଗେଟ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିବା ପରେ ଏହା ମୋଦିଙ୍କ ପ୍ରଥମ ବିଦେଶ ଗସ୍ତ। ଯେଉଁଥିରେ ସେ ଆସନ୍ତା
Read More...

ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍‌, ଭାସିଗଲେ ୨୦ ପର୍ଯ୍ୟଟକ

ପୁଣେ: ପୁଣେ ନିକଟରେ ରବିବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ପୋଲ। ଦେହୁର କୁଣ୍ଡମାଳ ଅଞ୍ଚଳରେ ଇନ୍ଦ୍ରାୟଣୀ ନଦୀ ଉପରେ ପର୍ଯ୍ୟଟକଙ୍କ ପାଇଁ ନିର୍ମିତ ଏକ ପଦଯାତ୍ରୀ ପୋଲ ଭୁଶୁଡ଼ି ପଡ଼ିଥିଲା। ଯାହା ଫଳରେ ନଦୀର ପ୍ରଚଣ୍ଡ ସ୍ରୋତରେ ଅନେକ ଲୋକ ଭାସି
Read More...

ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ଅହମଦାବାଦ: ଜୁନ ୧୨ ତାରିଖରେ ହୋଇଥିବା ଏହି ଏୟାର ଇଣ୍ଡିଆ ବିମାନ ଭୟଙ୍କର ଦୁର୍ଘଟଣାରେ ୨୭୪ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ କେବଳ ବିମାନରେ ଥିବା ଯାତ୍ରୀ ନଥିଲେ ବରଂ ବାହାରେ ଥିବା ଅନେକ ଲୋକ ମଧ୍ୟ ଥିଲେ। ଅହମଦାବାଦରେ ହୋଇଥିବା ଏହି ଦୁର୍ଘଟଣାରେ ବିଜେ ମେଡିକାଲ କଲେଜର ଅନେକ
Read More...

ହଇଜାରେ ଆଉ ୨ ମୃତ, ଯାଜପୁରରେ କେନ୍ଦ୍ରୀୟ ଟିମ୍

ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତିରେ କୌଣସି ସୁଧାର ଆସୁନି। ପୁଣି ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର ବୋଲି ଜଣାପଡିଛି। ଜିଲାରେ ୨୨୬ ଜଣ ରୋଗୀ ବିଭିନ୍ନ ଡାକ୍ତରଖାନାରେ
Read More...

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ ହେଲିକପ୍ଟରଟି କେଦାରନାଥର ଗୌରୀକୁଣ୍ଡ ଜଙ୍ଗଲରେ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ ୫ ଯାତ୍ରୀ ଓ ୨ ପାଇଲଟଙ୍କୁ ମିଶାଇ ମୋଟ ୭ ଜଣ ଥିଲେ। ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା
Read More...

ବୋଲେରୋ-ଟ୍ରକ୍‌ ମୁହାଁମୁହିଁ

ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍‌ ସମୟରେ ଏକ ବୋଲେରୋ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ସୂଚନା ମୁତାବକ ବରଗଡ଼ ଜିଲା ସରଣ୍ଡା ପାଲିର ୧୦ ଜଣ ପୁରୀରୁ ଫେରୁଥିବା ବେଳେ ବୌଦ୍ଧ
Read More...