ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ

ମୁମ୍ବାଇ: ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର କରିବା ଏବଂ ସନ୍ଧ୍ୟା
Read More...

ବିଏଡ୍ ନାମ ଲେଖା ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି
Read More...

ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ

ଭୁବନେଶ୍ବର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ। ରାଜ୍ୟରେ କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଛି। ପିଲାମାନେ ଖରା ସମୟରେ ସ୍କୁଲ ଯାଇ ପାଠପଢ଼ିବା ସମ୍ଭବ ହେଉନାହିଁ। ତେଣୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ
Read More...

ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ

ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଓଡ଼ିଶା ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ୧ ଏପ୍ରିଲରୁ ଆରମ୍ଭ ହେବ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ପ୍ରକାଶ କରାଯାଇଛି।ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ
Read More...

ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ ଧରଣର ଆୟକର ଚଢ଼ାଉ। ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି। ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍। ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।ଅନୁଗୋଳରେ ତିନି ଜଣିଆ ଟିମ
Read More...

ଖୋଲିବ କି ନବ ଦାସଙ୍କ ହତ୍ୟା ରହସ୍ୟ ?

ବ୍ରଜରାଜନଗର: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ ଜାରି ରଖିଛି। ଆଜି ବ୍ରଜରାଜନଗର ଗାନ୍ଧୀ ଛକକୁ ଯାଇ ଖୋଳତାଡ କରୁଛି ତଦନ୍ତକାରୀ ଟିମ୍। ମଙ୍ଗଳବାର ଝାରସୁଗୁଡ଼ା ସରବାହାଲ ବାସଭବନରେ ନବଙ୍କ ପତ୍ନୀ ମୀନତି, ଝିଅ ଦୀପାଳି ଏବଂ ପୁଅ ବିଶାଲ ଦାସଙ୍କୁ ତଦନ୍ତକାରୀ ଦଳ ପଚରାଉଚରା
Read More...

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ୨୪ ମାଓବାଦୀ ନିପାତ

ବିଜାପୁର: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ନିପାତ ହୋଇଛନ୍ତି ୨୪ ମାଓବାଦୀ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ଦୁଇଟି ଭିନ୍ନ ଭିନ୍ନ ଏନକାଉଣ୍ଟରରେ ୨୪ ମାଓବାଦୀ ନିହତ
Read More...

୨୫ ସେଲିବ୍ରିଟିଙ୍କ ନାଁରେ ଏତଲା

ତେଲେଙ୍ଗାନା: ୨୫ ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ କଲା ତେଲେଙ୍ଗାନା ପୋଲିସ୍। ସାଇବରାବାଦର ମିୟାପୁର ପୋଲିସ ବେଟିଂ ଆପ୍ଲିକେସନକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣାଶୁଣା ଅଭିନେତା ରାଣା ଡାଗ୍ଗୁବତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା, ମାଞ୍ଚୁ ଲକ୍ଷ୍ମୀ ଏବଂ ନିଧି ଅଗ୍ରୱାଲ
Read More...

୪୬୦ ସ୍କୁଲ ବସ୍‌ର ନାହିଁ ଫିଟ୍‌ନେସ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ବିପଦ ସଂକୁଳ ଅବସ୍ଥାରେ ଗଡୁଛି ସ୍କୁଲ ବସ୍। ସ୍କୁଲ ବସ୍‌ ଗୁଡିକ ବିନା ଫିଟନେସ୍ ଛାତ୍ରଛାତ୍ରୀ ମାନଙ୍କୁ ନେବା ଆଣିବା କରୁଛି। ଭୁବନେଶ୍ୱରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ। ବିନା ଫିଟନେସ୍‌ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ
Read More...

ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ୍‌ କରାଯିବ ନାହିଁ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ବ ଓ
Read More...