ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର: ବାଲେଶ୍ୱର ପୋଲିସକୁ ମିଳିଛି ବଡ ସଫଳତା। ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ତାଙ୍କଠାରୁ ନଗଦ ୩୦ ହଜାର ୬ ଶହ ଟଙ୍କା ସହ ୧୭୦ ଗ୍ରାମ ବ୍ରାଉନସୁଗାର ଜବତ
Read More...

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

ଭୁବନେଶ୍ବର: ଓଡ଼ିଶାରେ ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ।ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର
Read More...

ରାଜ୍ୟରେ ପୁଣି ହେବ ଉପନିର୍ବାଚନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର
Read More...

ସୋଆ ଆଇଭିଏସ୍‌ଏଏଚ୍ ପକ୍ଷରୁ ବିଶ୍ୱ ହୋମିଓପ୍ୟାଥି ଦିବସ ପାଳିତ

ଭୁବନେଶ୍ୱର: ପ୍ରାଣୀ ଚିକିତ୍ସା ଓ ରୋଗ ନିରାକରଣରେ ହୋମିଓପ୍ୟାଥି ଔଷଧର ପ୍ରୟୋଗକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ ହଜବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌) ପକ୍ଷରୁ ଶୁକ୍ରବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ବିଶ୍ୱ
Read More...

ସାଙ୍ଗକୁ ବଞ୍ଚାଇବାକୁ ଯାଇ ମୃତ୍ୟୁବରଣ କଲା ସାଙ୍ଗ

ସମ୍ବଲପୁର: ସାଙ୍ଗଙ୍କୁ ବଞ୍ଚାଇବାକୁ ଯାଇ ଜଣେ ଭିସୁଟ୍‌ ଛାତ୍ରୀ ଫିସେରି ପଏଣ୍ଟରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ମାର୍ଚ୍ଚ ୧୩ ତାରିଖରେ ଅଠରହଜାର ସାଇଫନରେ ବୁଡ଼ିଯାଇ ଜଣେ ଭିସୁଟ୍‌ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଭିସୁଟ୍‌ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ବିଭାଗର ଶେଷବର୍ଷ ଛାତ୍ରୀ
Read More...

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହୋଇଛି। କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି
Read More...

ଅନ୍ତ୍ୟୋଦୟ ଗୃହ ଯୋଜନାରେ ୧ ଲକ୍ଷ ରୁ ଅଧିକ ହିତାଧିକାରୀ ପାଇବେ ଘର

ଭୁବନେଶ୍ବର: ସମସ୍ତ ଯୋଗ୍ୟ ହିତାଧିକାରୀ ପାଇବେ ଘର। ‘ସର୍ଭେ କରାଯିବ। ୨ ମାସ ଭିତରେ ଓ୍ବାର୍କ ଅର୍ଡର ଦିଆଯିବ। ମୋଟ ୧ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଘର।’ କିଛି ଏପରି କହି ଅନ୍ତ୍ୟୋଦୟ ଗୃହ ଯୋଜନାରୁ କେହି ବି ବଞ୍ଚିତ ହେବେନି ବୋଲି ଆଜି ମତ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ
Read More...

ପୋଲିସ ଏନକାଉଣ୍ଟର କୁଖ୍ୟାତ ବ୍ରାଉନସୁଗାର ମାଫିଆ ଶେଖ ଜାମସେଦ ଗୁରୁତର

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି। ନିଶା ମାଫିଆକୁ ଏନକାଉଣ୍ଟର। ଡ୍ରଗସ କାରବାର ବେଳେ ପୋଲିସର ଧରପଗଡ। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଜଣେ କୁଖ୍ୟାତ ବ୍ରାଉନସୁଗାର ବ୍ୟବସାୟୀ ଶେଖ ଜାମସେଦ ଆହତ ହୋଇଛନ୍ତି। କମିଶନରେଟ ପୋଲିସର
Read More...

୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ
Read More...

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏକ ଟ୍ରଫ ରେଖା ଉତ୍ତର ପୂର୍ବ ମଧ୍ୟପ୍ରଦେଶ ରୁ ବାଂଲାଦେଶ ଯାଏଁ ବିସ୍ତାରିତ ହୋଇଛି। ସେହିପରି ଉତ୍ତର ପୂର୍ବ ଆସାମ ଓ ପଶ୍ଚିମବଙ୍ଗ, ସିକିମ ନିକଟବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳର ଉପରେ ରେ ଆଉ ଏକ
Read More...