ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌
Read More...

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ
Read More...

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୨୦ ତାରିଖରୁ ଟ୍ରାଏଲ୍ ରନ୍ ହେବ। ମହିଳା ଓ ପୁରୁଷ ଦର୍ଶନାର୍ଥୀଙ୍କ ପାଇଁ ଅଲଗା ଅଲଗା ଧାଡ଼ିରେ ଦର୍ଶନ ବ୍ୟବସ୍ଥା ହେବ। ଯେଉଁମାନେ ପରିବାର ସହ ଯାଇ ଦର୍ଶନ କରିବାକୁ ଚାହିଁବେ, ସେମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା ହେବ ବୋଲି
Read More...

ତିରୁପତି ମନ୍ଦିରରେ ଦଳାଚକଟା, ୬ ଶ୍ରଦ୍ଧାଳୁ ମୃତ

ଆନ୍ଧ୍ରପ୍ରଦେଶ: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ ଧାଡ଼ିରେ ଠିଆ ହୋଇଥିଲେ।
Read More...

କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ

ଭୁବନେଶ୍ବର: କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ। ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାରଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା
Read More...

ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।
Read More...

ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଆରପିଏଫ୍ ଏଏସଆଇ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଆରପିଏଫର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ସାହାଯ୍ୟ କରିବା ବାହାନା କରି ଜଣେ ଯୁବତୀଙ୍କ ସହିତ ଅସଦାଚରଣ ଅଭିଯୋଗରେ ବୁଧବାର ଗିରଫ ହୋଇଛନ୍ତି। ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ୱର
Read More...

ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ବର: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ବୁଧବାର ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ
Read More...

ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ। ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ।
Read More...

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ବର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌। ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି। ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି।
Read More...