ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଭୂପେଶ ବାଘେଲଙ୍କ ପୁଅ ଘରେ ଇଡି ରେଡ୍

ଛତିଶଗଡ଼: ମଦ ଦୁର୍ନୀତି ଘଟଣାରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଛି । ଛତିଶଗଡ ଭିଲାଇରେ ଚୈତନ୍ୟଙ୍କ ବାସଭବନ ସମେତ ପ୍ରାୟ ୧୪ଟି ସ୍ଥାନରେ ସର୍ଚ୍ଚ ଅପରେସନ୍ ଜାରି ରହିଥିବା ସୂଚନା
Read More...

୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଗତ ୫ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୭୨ ଜୀବନ। ଆଜି ବିଧାନସଭାରେ ବିଧାନସଭାରେ ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣାଗୁଡ଼ିକର କାରଣ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ, ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଂଗ୍ରେସ ବିଧାୟକ ସୋଫିଆ
Read More...

ଇତିହାସ ରଚିଲା ଭାରତ

ଦୁବାଇ: ଭାରତର ବଡ଼ ବିଜୟ। ଅପରାଜେୟ ରହି ଚମ୍ପିୟାନ୍ସ ଟ୍ରଫି ଜିତିଲା ଭାରତ। ୪ ଓ୍ବିକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଛି ଭାରତ। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରିଛି। ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା
Read More...

ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ଛୁରିଚଖା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଘରୋଇ କଳିକୁ ନେଇ ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ସିରାନୁସ ଟେଟେ ହୋଇଥିବାବେଳେ ଅଭିଯୁକ୍ତ
Read More...

ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର

ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଦାରିଙ୍ଗବାଡ଼ି ତେରାବାଡି ଗାଁକୁ ଆସିଲା ବିଭାସ କୁମାର ନାୟକଙ୍କ ପାର୍ଥିବ ଶରୀର। ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଆତ୍ମୀୟଙ୍କ କାନ୍ଦ ବୋବାଳିରେ ଫାଟିପଡୁଛି ସାରା ଅଞ୍ଚଳ। ବିଭାସଙ୍କ ଶେଷ ଦର୍ଶନ ପାଇଁ ସମ୍ପର୍କୀୟଙ୍କ ଭିଡ଼
Read More...

ଜୟା ହୋଟେଲ ପରିସରରେ ୧୬୩ ଲାଗୁ

ପୁରୀ: ମଟନ ନାଁରେ ଗୋମାଂସ ବିକ୍ରି ଅଭିଯୋଗ ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ଜିଲା ପ୍ରଶାସନ। ଏହି ଢ଼ାବାରେ ମଟନ୍ ନାଁରେ ଗୋମାଂସ ରୋଷେଇ କରି ଗ୍ରାହକ ମାନଙ୍କୁ ଦିଆଯାଉଥିଲା। ଜୟା ଢାବାର ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩
Read More...

ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ

ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନାରେ ବ୍ରହ୍ମପୁରରୁ ଗଡିଲା ସ୍ବତନ୍ତ୍ର ଟ୍ରେନ। ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ରେଳଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀ ଅଭିମୁଖେ ଗତକାଲି ଟ୍ରେନ ଯାତ୍ରା ଆରମ୍ଭ ହୋଇଛି। ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ
Read More...

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ ଯନ୍ତ୍ରଣା ହୋଇଥିଲା। ଏବେ ସେ କ୍ରିଟିକାଲ କେୟାର ୟୁନିଟରେ ଥିବାବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା
Read More...

ରାଜଧାନୀରେ ଏନକାଉଣ୍ଟର

ଦୁର୍ଦ୍ଦାନ୍ତ ଏଟିଏମ୍‌ ଲୁଟେରା ଗୁରୁତରଭୁବନେଶ୍ବର: ରାତି ଅଧରେ ରାଜଧାନୀ ଛାତି ଉପରେ ହୋଇଛି ବଡ଼ ଏନକାଉଣ୍ଟର। ବଡ଼ଗଡ଼ ଅଞ୍ଚଳରେ ଏଟିଏମ ଲୁଟ ବେଳେ ଲୁଟେରା-ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଗୁଳି ବିନିମୟ ହୋଇଥିଲା। ଦୁର୍ଦ୍ଦାନ୍ତ ଆନ୍ତଃରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର କରିଛି
Read More...

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି। ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ
Read More...