ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଶିମିଳିପାଳ ଫେରିଲା ‘ଜିନ୍ନତ’

ଶିମିଳିପାଳ: ଶିମିଳିପାଳରେ ବାଘୁଣୀ ‘ଜିନ୍ନତ’। ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଶିମିଳିପାଳ ପହଞ୍ଚିଲା ବାଘୁଣୀ ‘ଜିନ୍ନତ’। ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଗଲା। ‘ଜିନ୍ନତ’କୁ ଏବେ ଯମୁନା ଏନକ୍ଲୋଜରରେ ରଖାଯାଇଛି।ସୂଚନା ଅନୁସାରେ, ରାତି
Read More...

ନୂଆବର୍ଷରେ କମିଲା ଏଲପିଜି ଗ୍ୟାସ ଦର

ନ୍ୟୁଜ୍ ବ୍ୟୁରୋ: ନୂଆବର୍ଷରେ ନୂଆ ନିୟମ। ବର୍ଷ ଆରମ୍ଭରୁ ଗ୍ରାହକଙ୍କ ପାଇଁ ଖୁସି ଖବର। ବର୍ଷ ବଦଳିବା ସହ ବଦଳିଛି ନିୟମ। କମିଛି ଏଲପିଜି ସିଲିଣ୍ଡର ଦର। କମର୍ସିଆଲ ସିଲିଣ୍ଡର ଦର କମ ହୋଇଛି । ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡର ଦର ସ୍ଥିର ରହିଥିବା ବେଳେ ୧୯ କେଜି ବିଶିଷ୍ଟ କମର୍ସିଆଲ
Read More...

ନୂଆବର୍ଷରେ ଜନସମୁଦ୍ର ଶ୍ରୀକ୍ଷେତ୍ର, ବ୍ୟାରିକେଡ୍‌ ଭାଙ୍ଗିଲେଭକ୍ତ

ପୁରୀ: ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି। ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର
Read More...

ନିଜ ମା’ଙ୍କ ସହ ୪ ଭଉଣୀଙ୍କୁ ବ୍ଲେଡ୍‌ରେ କାଟି ହତ୍ୟା କଲେ ଭାଇ

ଲକ୍ଷ୍ନୌ: ବର୍ଷ ଆରମ୍ଭରୁ ରକ୍ତ ଛିଟା। ହୋଟେଲରୁ ପରିବାର ୫ ଜଣଙ୍କ ମୃତଦେହ ଉଦ୍ଧାର। ଲକ୍ଷ୍ନୌର ଏକ ହୋଟେଲ ରୁମରୁ ମୃତଦେହ ଉଦ୍ଧାର କଲା ପୋଲିସ। ହତ୍ୟା ଅଭିଯୋଗରେ ୨୪ ବର୍ଷୀୟ ଯୁବକଙ୍କୁ ଅଟକ ରଖିଛି ପୋଲିସ। ତା'ର ବାପା ବଦର ମଧ୍ୟ ଏହି ହତ୍ୟାକାଣ୍ଡରେ ସାମିଲ ଥିବା ସନ୍ଦେହ କରୁଛି ପୁଲିସ।
Read More...

୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି

ଭୁବନେଶ୍ବର: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଜାନୁଆରୀ ୩ ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି। ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଗୁରୁବାର ସେ
Read More...

ନୂଆବର୍ଷରେ ନିଆଁ ଲାଗି ଜଳିଗଲା ୧୨ ବଖରା ଘର

ନିଆଳି: ନୂଆବର୍ଷରେ ବଡ ଅଘଟଣ। ନିଆଁ ଲାଗି ଜଳିଗଲା ୧୨ ବଖରା ଘର। କଟକ ଜିଲ୍ଲା ନିଆଳି ମାଧବ ଅଞ୍ଚଳରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳେ ପ୍ରଧାନ ସାହିରେ ଅଗ୍ନିକାଣ୍ଡ ଘଟି ୧୨ ଟି ପରିବାରର ଘର ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗି ପାଖାପାଖି ଲକ୍ଷାଧିକ ଟଙ୍କାର ସମ୍ପତି
Read More...

ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ
Read More...

ଦେଶବାସୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ନୂଆ ବର୍ଷ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ‘ଏକ୍ସ’ରେ ତାଙ୍କ ବାର୍ତ୍ତା ପୋଷ୍ଟରେ କହିଛନ୍ତି ଯେ, ନୂତନ ବର୍ଷର ଶୁଭ ଅବସରରେ ମୁଁ ଭାରତ ତଥା ବିଦେଶରେ ରହୁଥିବା ସମସ୍ତ ନାଗରିକଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଏବଂ
Read More...

ମଣିପୁର ହିଂସା ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

ମଣିପୁର: ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ୩ ମେ ୨୦୨୩ ରୁ ଘଟିଥିବା ହିଂସା ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଛନ୍ତି। ଦୀର୍ଘ ଦେଢ଼ ବର୍ଷରୁ ଅଧିକ ଦିନ ହେଲା ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷକୁ ନେଇ ମଣିପୁର ସ୍ଥିତି ଅତ୍ୟନ୍ତ ଖରାପ ରହିଛି। ଭବିଷ୍ୟତରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ
Read More...

୮ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ବର: ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି। ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା। ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍‌
Read More...