ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

୩ ଜଣକୁ ଚାପି ଦେଲା ଲକ୍ଷ୍ମୀ ବସ୍‌

ଆଠଗଡ଼: ଆଠଗଡ଼ ବସ୍‌ ଷ୍ଟାଣ୍ତ ରେ ଗୋଟିଏ ପରିବାରର ୩ ଜଣକୁ ଚାପି ଦେଇଛି ଲକ୍ଷ୍ମୀ ବସ୍‌। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ୱାମୀ ଓ ଛୋଟ ପୁଅ ଗୁରୁତର ହୋଇଛନ୍ତି।  ମିଳିଥିବା ସୂଚନା ଅନୁସାରେ, ଆଠଗଡ଼ ଥାନା ଅନ୍ତର୍ଗତ ଧାଇପୁର ଗାଁର ମାନସ ପ୍ରଧାନ, ତାଙ୍କ ସ୍ତ୍ରୀ
Read More...

୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ସିଏମ। ନଭେମ୍ବର ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଉତ୍କର୍ଷ ଓଡ଼ିଶା - ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସିଙ୍ଗାପୁରରେ ହେବ ରୋଡ ସୋ। ଏହି ଗସ୍ତକାଳରେ ସେ
Read More...

ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ବର୍ଷବ୍ୟାପୀ ପାଳନ କରାଯିବ

ଭୁବନେଶ୍ବର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଏକ ବର୍ଷ ପର୍ଯ୍ୟନ୍ତ ପାଳନ କରାଯିବ। ଡକ୍ଟର ମହତାବଙ୍କ ଜୟନ୍ତୀ ଅବସରରେ ନଭେମ୍ବର ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୁବନେଶ୍ବରରେ ସମାରୋହ ଅନୁଷ୍ଠିତ
Read More...

ଭାରତ-ଇଂଲଣ୍ତ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ ମୂଲ୍ୟ ଧାର୍ଯ୍ୟ କଲା ଓସିଏ

କଟକ: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବ୍ରୁଆରୀ ୯ ତାରିଖରେ ହେବାକୁ ଥିବା ଭାରତ-ଇଂଲଣ୍ତ ଦିନିକିଆ ଦିବାରାତ୍ର ମ୍ୟାଚ୍ ପାଇଁ ଦିନିକିଆ ମ୍ୟାଚ ପାଇଁ ଟିକେଟ ମୂଲ୍ୟ ଧାର୍ଯ୍ୟ କଲା ଓଡ଼ିଶା କ୍ରିକେଟ ଆସୋସିଏସନ ବା ଓସିଏ। ଓସିଏ ସମ୍ମିଳନୀ କକ୍ଷରେ ଆଜି ବସିଥିବା ସ୍ୱତନ୍ତ୍ର ସାଧାରଣ
Read More...

ସୋଆରେ ଶିଳ୍ପ ଏବଂ ସାମୁଦ୍ରିକ ଜୈବପ୍ରଯୁକ୍ତିବିଦ୍ୟା ଉପରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର, ନଭେମ୍ବର ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆସନ୍ତା ନଭେମ୍ବର ୪ ଓ ୫ ଦୁଇ ଦିନ ଧରି ‘ରିସର୍ଚ୍ଚ ଆଣ୍ଡ ଇନୋଭେସନ୍‌ସ ଇନ୍ ଇଣ୍ଡଷ୍ଟ୍ରିଆଲ୍ ଆଣ୍ଡ ମେରାଇନ୍ ବାୟୋଟେକ୍ନୋଲେଜି: ଏ ସର୍କୁଲାର ଇକୋନୋମି’ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ କରାଯାଇଛି। ସୋଆର ସେଂଟର ଫର୍
Read More...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବଢ଼ିଲା ବାଘ ସଂଖ୍ୟା

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଧଳା ବାଘୁଣୀ ରୂପା ଆଜି ୪ ଶାବକଙ୍କୁ ଜନ୍ମ ଦେଇଛି। ସମସ୍ତ ୪ ଶାବକ ସୁସ୍ଥ ଥିବାବେଳେ ରୂପା ସମସ୍ତଙ୍କ ଯତ୍ନ ନେଉଛି। ଛୁଆଗୁଡ଼ିକ ରୂପା ପାଖରେ ଥିବାରୁ ସେମାନଙ୍କ ଲିଙ୍ଗ ଚିହ୍ନଟ କରାଯାଇପାରିନାହିଁ। ସିସିଟିଭି ମାଧ୍ୟମରେ ବାଘୁଣୀ ରୂପା ଓ
Read More...

ସୌରଶକ୍ତିକୁ ନେଇ ଟିପିସିଓଡିଏଲ୍ ପକ୍ଷରୁ ସୋଆରେ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ନଭେମ୍ବର ୨: ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ‘ଗ୍ରୀଡ୍ କନେକ୍ଟେଡ୍ ରୁଫ୍ ଟପ୍ ସୋଲାର ସିଷ୍ଟମ୍‌’ ଉପରେ ଏକ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗତ ଅକ୍ଟୋବର ୨୮ ଓ ୨୯ ତାରିଖରେ ଆୟୋଜିତ
Read More...

୧୦ ବର୍ଷରୁ କମ୍ ପିଲା ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବେ ନାହିଁ

ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରିଭୁବନେଶ୍ବର: ୧୦ ବର୍ଷରୁ କମ୍ ବୟସ୍କ ପିଲାମାନଙ୍କ ପାଇଁ ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ମଧ୍ୟ ନିଷେଧ। ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ
Read More...

୨ ଓଡିଆ ଶ୍ରମିକଙ୍କ ମୃତ୍ୟୁରେ ୬ଲକ୍ଷ ସହାୟତା ରାଶି ଘୋଷଣା

ପାଟଣା: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଏହା ସହ
Read More...

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ବର; ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ।
Read More...