କଟକରେ ସ୍ଥାପନ ହେଲା ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି
କଟକ: କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ!-->…
Read More...
Read More...