ଘରେ ଲାଗିଲା ନିଆଁ, ଜୀବନ୍ତ ଜଳିଗଲେ ୪ ଯୁବକ
ଗୁରୁଗ୍ରାମ: ସର୍ଟ ସର୍କିଟରୁ ଘରେ ଲାଗିଲା ନିଆଁ। ଜୀବନ୍ତ ଜଳିଗଲେ ୪ ଯୁବକ। ହରିୟାଣାର ଗୁରୁଗ୍ରାମର ସରସ୍ୱତୀ ଏନକ୍ଲେଭରେ ଏକ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୪ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଗତ ବିଳମ୍ଵିତ ରାତିରେ ଏକ କୋଠରୀରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ନିଆଁ!-->…
Read More...
Read More...