ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା
ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି।
ଗତକାଲି!-->!-->!-->…
Read More...
Read More...