ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ସହଦେବ ନାୟକ ହତ୍ୟାକାଣ୍ଡ : ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱର ରାଜଧାନୀ ଭୁବନେଶ୍ୱରରେ ବହୁ ଚର୍ଚ୍ଚିତ ସହଦେବ ନାୟକଙ୍କ ହତ୍ୟା ଘଟଣାରେ ନେଇ ଆସିଲା ବଡ଼ ଖବର। ମୁଖ୍ୟ ଅଭିଯୁକ୍ତ ରମା ନାୟକ ରବିବାର ଥାନାରେ ଆତ୍ମସମର୍ପଣ କରିଛନ୍ତି। ମଞ୍ଚେଶ୍ବର ଥାନାରେ ଆତ୍ମସମର୍ପଣ ପରେ ରମାକୁ ଗିରଫ କରିଛି ପୋଲିସ। ୪୦ ଦିନ ପରେ ସେ ଆତ୍ମସମର୍ପଣ
Read More...

ଯୌତୁକ ପାଇଁ ସ୍ତ୍ରୀକୁ ଏଚଆଇଭି ସଂକ୍ରମିତ ଇଞ୍ଜେକ୍ସନ ଦେଲେ ଶ୍ୱଶୁର ଘର ଲୋକେ

ଉତ୍ତର ପ୍ରଦେଶ: ଯୌତୁକ ପାଇଁ ସ୍ତ୍ରୀକୁ ବଳପୂର୍ବକ ଏଚ୍‌ଆଇଭି ସଂକ୍ରମିତ ଇଞ୍ଜେକ୍ସନ ଦେଲା ସ୍ୱାମୀ। ଏଭଳି ଘଟଣା ଘଟିଛି ଉତ୍ତର ପ୍ରଦେଶରେ। ଏନେଇ ମହିଳାଙ୍କ ବାପା ଅଭିଯୋଗ ଆଣିଥିଲେ। ଯାହାଫଳରେ କୋର୍ଟଙ୍କ ନିର୍ଦ୍ଦେଶରେ ଏକ ମାମଲା ରୁଜୁ କରାଯାଇଛି। ମହିଳାଙ୍କ ବାପାଙ୍କ ଦ୍ୱାରା ଦାଖଲ
Read More...

ପୋଖରୀରେ ବୁଡି ଦୁଇ ନାବାଳକ ମୃତ

ବାସୁଦେବପୁର: ବାସୁଦେବପୁର ଗୁଆଗାଁ ରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଦୁଇ ନାବାଳକଙ୍କର ମୃତ୍ୟୁ ହୋଇଛି। ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି।ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର
Read More...

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା ୧୮ ମୃତ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳଷ୍ଟେଶନରେ ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି। ୧୨ ଜଣ ଆହତ ହୋଇଛନ୍ତି। ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା
Read More...

ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ

ଭୁବନେଶ୍ଵର: ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ। କଂଗ୍ରେସ ସର୍ବକ୍ଷମା ଆଣିବା ପରେ ଆଜି ମୁଣ୍ଡିଆ ମାରି, ନଡ଼ିଆ ଭାଙ୍ଗି, କଂଗ୍ରେସ ପତାକା ବେକରେ ପକାଇ ପୁଣି କମ୍ ବ୍ୟାକ୍‌ କରିଛନ୍ତି ସୁର। କଂଗ୍ରେସ ଭବନରେ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ବାପାକୁ ସ୍ୱାଗତ ଜଣାଇବା ସହ ପାଛୋଟି
Read More...

୩୧ ମାର୍ଚ୍ଚ ଯାଏ ବଢିଲା ଇ-କେୱାଇସି ଅବଧି

ଭୁବନେଶ୍ଵର : ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଇ-କେଓ୍ବାଇସିକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାସନ କାର୍ଡରେ ଇ-କେଓ୍ବାଇସି ଅବଧିକୁ ପୁଣି ବଢାଯାଇଛି । ରାସନ କାର୍ଡରେ ଇ-କେଓ୍ବାଇସି କରିବାକୁ ଆଜି ଶେଷ ଦିନ ଥିବା ବେଳେ ଲୋକଙ୍କ ଆବଶ୍ୟକତା ଦେଖି, ସମୟ ସୀମାକୁ ଆସନ୍ତା
Read More...

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର: ଆଇନିମନ୍ତ୍ରୀ

ଭୁବନେଶ୍ଵର: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନଭଣ୍ଡାରକୁ ନେଇ ଶନିବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ଗଣତି ମଣତି ଶେଷ ହେବା ପରେ
Read More...

ମହାକୁମ୍ଭକୁ ଯିବା ବେଳେ ବୋଲେରୋ-ବସ୍‌ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ

ଉତ୍ତରପ୍ରଦେଶ: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି
Read More...

ଦଲାଇଲାମାଙ୍କ ଜୀବନପ୍ରତି ବିପଦ, ‘ଜେଡ’ ସୁରକ୍ଷା ବଢାଇଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ତିବ୍ଦତୀୟ ଧର୍ମଗୁରୁ ଦଳାଇଲାମାଙ୍କୁ ‘ଜେଡ’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଦଳାଇଲାମାଙ୍କୁ ‘ଜେଡ’ ଶ୍ରେଣୀ ସିଆରପିଏଫ ସୁରକ୍ଷା ପ୍ରଦାନ କରିଛନ୍ତି। ଏହି ବର୍ଦ୍ଧିତ ସୁରକ୍ଷା ବ୍ୟବସ୍ଥା ଅଧୀନରେ, ୮୯ ବର୍ଷୀୟ ଆଧ୍ୟାତ୍ମିକ
Read More...

ଲୋକ ସଭାରେ ଆଗତ ହେଲା ନୂତନ ଆୟକର ବିଲ

ନୂଆଦିଲ୍ଲୀ: ଲୋକସଭାରେ ନୂତନ ଆୟକର ବିଲ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକ ସଭାରେ ନୂତନ ଆୟକର ବିଲ ୨୦୨୫ ଆଗତ କରିଛନ୍ତି।ପୂର୍ବରୁ, ୭ ଫେବୃଆରୀ ୨୦୨୫ରେ, କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରିଥିଲେ। ଏହି ନୂତନ ବିଲ ପ୍ରାୟ ୬୦ ବର୍ଷ ପୁରୁଣା ଆୟକର ଆଇନକୁ ବଦଳାଇବ
Read More...