ଜାନୁଆରୀ ୧୪ରୁ ୨୨ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା
କେନ୍ଦ୍ରାପଡା: ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା। ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଭିତରକନିକା!-->…
Read More...
Read More...