ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ଯୁବକ ଗିରଫ
ବାଙ୍କୀ: ପୁଣି ଭାଇରାଲ ଭିଡିଓକୁ ନେଇ ଚର୍ଚ୍ଚା। ବାଙ୍କୀ ଅଞ୍ଚଳର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିବା ଘଟଣାରେ ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତକୁ ଗିରଫ କରିଛି ବାଙ୍କୀ ପୋଲିସ । ଅଭିଯୁକ୍ତଙ୍କ ନାମ ଅମୀୟ ଚକ୍ର। ବାଙ୍କୀ ପୋଲିସ ତାଙ୍କୁ ଯାଜପୁର ଅଞ୍ଚଳରୁ!-->…
Read More...
Read More...