ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଯାଜପୁରରେ ହୋଟେଲକୁ ସିଲ୍ କଲା ପ୍ରଶାସନ

ଯାଜପୁର: ଯାଜପୁରରେ ଏକାବେଳେ ୧୧ ଜଣ ରୋଗୀ ପଜିଟିଭ ବାହାରିବା ଚିନ୍ତା ବଢିଯାଇଛି। ସ୍ଥିତି ଅଣାୟତ ଥିବା ବେଳେ ଏବେ ଘଟଣାସ୍ଥଳରେ ପହଂଚି ସ୍ଥିତି ପରଖିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦି ବୃନ୍ଦା। ପ୍ରତିଦିନ ନୂଆ ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେବାରୁ ଚିନ୍ତା ବଢିଛି।…
Read More...

ଲାଞ୍ଚ ନେଇ ଗିରଫ ହେଲେ ଇପିଏଫ ଅଧିକାରୀ

ବ୍ରହ୍ମପୁର: ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଥିବା ବ୍ରହ୍ମପୁର ଇପିଏଫଓ କାର୍ଯ୍ୟାଳୟର ପିଆରଓ ଅନୀଲ ପତି ଗିରଫ। ଲାଞ୍ଚୁଆ ଇପିଏଫ ଅଫିସର ସିନିୟର୍ ସୋସିଆଲ ସିକ୍ୟୁରିଟି ଆସିଷ୍ଟାଣ୍ଟ ଅନିଲ କୁମାର ରଥଙ୍କୁ ଆଜି ଗିରଫ କରିଛି ସିବିଆଇ। ଗତକାଲି ଜଣେ ଯୁବକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ…
Read More...

ନିଟ୍ ୟୁଜି ପରୀକ୍ଷାଫଳ ପ୍ରକାଶିତ: ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ। ରାଜସ୍ଥାନର ମହେଲ କେଶୱାନୀ ଟପ୍ପର। ସେହିପରି ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର। ସର୍ବଭାରତୀୟ ରାଙ୍କର ୬୦ତମ ସ୍ଥାନରେ ସ୍ନେହାଶିଷ। ନ୍ୟାସନାଲ୍‌ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କୁ…
Read More...

ଯାଜପୁରରେ କଲେରା ଆକ୍ରାନ୍ତ: ୮ ଜଣଙ୍କ ରିପୋର୍ଟ ପଜିଟିଭ୍

ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ରିପୋର୍ଟ ଅନୁଯାୟୀ, ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ସ୍ପଷ୍ଟ…
Read More...

ଡାଇରିଆ ଆତଙ୍କ ପରେ ଯାଜପୁରରେ ଛୁଟି ବାତିଲ୍‌

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ କରାଯାଇଛି। କାଲିଠୁ ୧୬ ତାରିଖ ଯାଏଁ ଛୁଟି ବାତିଲ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାରି ମଧ୍ୟରେ ସମସ୍ତ ଅଫିସ୍ ଖୋଲା ରହିବ। ପୂର୍ବରୁ ଦିଆଯାଇଥିବା ଛୁଟି…
Read More...

ଆଠ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ଥିବା ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ମାଲକାନଗିରି: ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା। ଶୁକ୍ରବାର ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ଦୁଇ ଏସିଏମ କ୍ୟାଡର ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ମାଲକାନଗିରି ପୁଲିସ। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ। …
Read More...

ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦…
Read More...

ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି। ଗତକାଲି…
Read More...

କରିସ୍ମା କପୁରଙ୍କ ପୂର୍ବତନ ସ୍ଵାମୀ ସଞ୍ଜୟ କପୁରଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ଏବଂ ବ୍ୟବସାୟୀ ସଞ୍ଜୟ କପୁରଙ୍କ ଦେହାନ୍ତ ହୋଇଛି। ଗୁରୁବାର ୫୩ ବର୍ଷ ବୟସରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳେ ସଞ୍ଜୟ ଇଂଲଣ୍ଡରେ ଥିଲେ ଏବଂ ଏକ କ୍ଲବରେ ପୋଲୋ ଖେଳୁଥିବା ବେଳେ ହଠାତ୍ ହୃଦଘାତରେ ଦେହାନ୍ତ…
Read More...

ସରକାରୀ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ୍‌ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ ବାଧ୍ୟତାମୂଳକ

ଭୁବନେଶ୍ବର: ଅଫିସକୁ ଆଉ ମନଇଚ୍ଛା ଆସିପାରିବେ ନାହିଁ ସରକାରୀ କର୍ମଚାରୀ। ଏଣିକି ବାୟୋମେଟ୍ରିକ୍‌ ଉପସ୍ଥାନ ସହ ସାଢେ଼ ୭ଘଣ୍ଟା କାର୍ଯ୍ୟ କରିବାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। ଠିକ୍‌ ସମୟରେ ଅଫିସରେ ପହଞ୍ଚି ବାୟୋମେଟ୍ରିକ୍‌ ଦେବାକୁ ପଡ଼ିବ ଓ ସାଢେ଼ ସାତଘଣ୍ଟା କାର୍ଯ୍ୟ କରିବାକୁ…
Read More...