ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଆଇଏପିଏମ୍‌ର ୭୨ତମ ଜାତୀୟ ବାର୍ଷିକ ସମ୍ମିଳନୀ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୧ ଏବଂ ୨ରେ ଚାରୋଟି…

ଭୁବନେଶ୍ୱର: ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ପାଥୋଲୋଜିଷ୍ଟସ ଆଣ୍ଡ ମାଇକ୍ରୋବାୟୋଲୋଜିଷ୍ଟସ (ଆଇଏପିଏମ୍‌) ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପାଥୋଲୋଜି-ଇଣ୍ଡିଆନ୍ ଡିଭିଜନ୍ (ଆଇଏପି-ଆଇଡି)ର ୭୨ତମ ବାର୍ଷିକ ସମ୍ମିଳନୀ କଟକ ସ୍ଥିତ ଏସ୍‌ସିବି ମେଡିକାଲ୍ କଲେଜରେ ଆୟୋଜିତ ହେବା ପରିପ୍ରେକ୍ଷୀରେ ଶିକ୍ଷା
Read More...

ଖୋଲିବ ୫୮ ଟି ଶୀତଳ ଭଣ୍ଡାର

ଭୁବନେଶ୍ବର; ଗୃହରେ ଉଠିଲା ଆଳୁ ପ୍ରସଙ୍ଗ। ଆଳୁ ପାଇଁ ପଶ୍ଚିମବଙ୍ଗ ଉପରେ ନିର୍ଭରଶୀଳ ନହେବାକୁ ସରକାର ବଦ୍ଧପରିକର ବୋଲି ଉପମୁଖ୍ୟମନ୍ତ୍ରୀ ଗୃହକୁ ଅବଗତ କରାଇଛନ୍ତି। ଏହସହ ୫୮ ଟି ସବଡିଭିଜନରେ କୋଲଡ୍ ଷ୍ଟୋରେଜ ହେବା ପାଇଁ ଲକ୍ଷ୍ୟ ରହିଥିବା ନେଇ ସୂଚନା ଦେଇଛନ୍ତି।ଚଳିତ ରବି ଋତୁରେ ଆଳୁ ଚାଷ
Read More...

ଏସସିବିରେ ଚାକିରି ଦେବା ଘଟଣାରେ ଆଉ ୨ ଗିରଫ

କଟକ: କଟକ ବଡ ମେଡିକାଲରେ ଚାକିରି ବିକ୍ରି ପ୍ରସଙ୍ଗରେ ଏବେ ଆଉ ଦୁଇ ଜଣ ଅଭିଯୁକ୍ତିଙ୍କୁ ବାନ୍ଧିଛି ପୋଲିସ୍। ପୂର୍ବରୁ ୨ ଜଣ ଅଭିଯୁକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ପୁଣି ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଧରିଛି ମଙ୍ଗଳାବାଗ ପୋଲିସ୍ । ଏଥିସହିତ ସହିତ ଗିରଫଦାରୀ ୪କୁ ପହଞ୍ଚିଛି।ତେବେ
Read More...

ତାରିଣୀ ପୀଠରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୧୪ ଭୋଗ ଦୋକାନ

ଘଟଗାଁ: ଭୋଗ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ। ଘଟଗାଁ ତାରିଣୀ ପୀଠରେ ଅଘଟଣ, ନିଆଁଲାଗି ଜଳିଗଲା ୧୪ ଭୋଗ ଦୋକାନ। କେନ୍ଦୁଝର ଜିଲ୍ଲା ଘଟଗାଁ ମା ତାରିଣୀ ମନ୍ଦିର ୨ନଂ ଗେଟ୍ ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ୧୪ଟି ଭୋଗ ସାମଗ୍ରୀ ଦୋକାନରେ ହଠାତ୍ ନିଆଁ ଲାଗି ୨୦ରୁ ୩୦ଲକ୍ଷରୁ ଉର୍ଦ୍ଧ
Read More...

ଡିସେମ୍ବର ୩୧ରେ ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଡିସେମ୍ବର ୩୧ରେ ଏସ୍‌ସି,ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ। ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ
Read More...

ଅଟୋ ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଅଟୋ ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ବିଧାସଭା ନିର୍ବାଚନ ତାରିଖ ଘୋଷଣା ନହେବା ପୂର୍ବରୁ ଆରମ୍ଭ ହେଲାଣି ରାଜନୀତି। ଆପ ଆଗୁଆ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏବେ ଆମ ଆଦମୀ ପାର୍ଟି ତରଫରୁ ଅରବିନ୍ଦ କେଜ୍ରିୱାଲ ୫ଟି
Read More...

ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ, ୩ ମୃତ

ଢେଙ୍କାନାଳ: ଢେଙ୍କାନାଳରେ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ,
Read More...

ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ପୁରୀ: ଆସନ୍ତା ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ୩ମାସ ଭିତରେ ଶେଷ ହେବ ଏହି ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ।
Read More...

ପାରାଦୀପରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଅଟକ

ପାରାଦୀପ: ଭାରତ-ବାଂଲାଦେଶ ମଧ୍ୟରେ ଚାଲିଛି ତିକ୍ତତା। ବିଭିନ୍ନ କାରଣକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ, ସୁଧାର ଆଣିବା ପାଇଁ କରାଯାଉଛି ଉଦ୍ୟମ। ଏଭଳି ପରିସ୍ଥିତିରେ ମଙ୍ଗଳବାର ପାରାଦୀପ ତଟରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ସହ ୨ଟି ବାଂଲାଦେଶୀ ମାଛଧରା ଟ୍ରଲର ଜବତ
Read More...

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ

କେନ୍ଦ୍ରାପଡ଼ା: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ
Read More...