ଯୋଡ଼ାରେ ଖଣିରୁ ମାଟି ଅତଡ଼ା ଧସି ୩ ମୃତ
କେନ୍ଦୁଝର: ଯୋଡ଼ାରେ ଏକ ବଡ଼ ଅଘଟଣ ଘଟିଛି। ଖଣିରୁ ମାଟି ଅତଡ଼ା ଧସି ୩ ଜଣଙ୍କ ମୃତ୍ୟୁ ହୋଇଛି ଓ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । କେନ୍ଦୁଝର ଯୋଡ଼ା ଥାନା ବିଛାକୁଣ୍ଡି ଦଲପାହାଡ଼ରେ ଘଟିଛି ଏହି ବଡ଼ ଅଘଟଣ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା କାରଣରୁ ମାଟି ଅତଡ଼ା ଧସିଛି। ମୃତ!-->…
Read More...
Read More...