ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ପୁଣି ଦିଲ୍ଲୀରେ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ:ରାଜଧାନୀ ଦିଲ୍ଲୀର ସ୍କୁଲକୁ ବୋମା ଧମକ। ପୁଣିଥରେ ଦିଲ୍ଲୀର ପ୍ରାୟ ୪୦ ଟି ସ୍କୁଲ ଉପରେ ବୋମା ପକାଇବାକୁ ଧମକ ଦିଆଯାଇଛି। ସୋମବାର (ଡିସେମ୍ବର ୯) ସକାଳ ୭ଟାରେ, ଆର.କେ ପୁରମର ଡିପିଏସ, ପଶ୍ଚିମ ବିହାରଙ୍କ ଜିଡି ଗୋଏଙ୍କା ସ୍କୁଲ, ମଦର ମେରି ସ୍କୁଲ ସହିତ ୪୦ଟି ସ୍କୁଲ
Read More...

ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ବର: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି।
Read More...

ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କା ଇନପୁଟ୍ ସହାୟତା

ଭୁବନେଶ୍ବର: ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା । ୮୦୦ ଟଙ୍କାର ଇନ୍‌ପୁଟ ସହାୟତା ଦେଲେ ରାଜ୍ୟ ସରକାର। ବରଗଡ ସୋହେଲାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦ୍ର ସରକାରଙ୍କ ୨୩୦୦ ଏମଏସପି ସହ ୮୦୦ଟଙ୍କାର ଇନପୁଟ୍‌
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହତ୍ୟା କରିବା ନେଇ ମୁମ୍ବାଇ ପୋଲିସକୁ ଏକ ଧମକ ହସ୍ତଗତ ହୋଇଛି। ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ମୁମ୍ବାଇ ଟ୍ରାଫିକ୍‌ ପୋଲିସର ହେଲ୍‌ପଲାଇନ ନମ୍ବରକୁ ହ୍ବାଟ୍ସଆପ୍‌ ଯୋଗେ ଏହି ଧମକଭରା ମେସେଜ୍‌
Read More...

ସୂର୍ଯ୍ୟମନ୍ଦିରର ଗର୍ଭ ଗୃହରୁ କଢ଼ାଯିବ ବାଲି

ଭୁବନେଶ୍ବର: ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରରୁ କଢ଼ାଯିବ ୧୨୧ ବର୍ଷର ବାଲି । ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି କାର୍ଯ୍ୟ ସରିଥିବା ବେଳେ ଏହାର ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଆସିଛନ୍ତି ଏଏସ୍‌ଆଇ କୋର କମିଟି। ଚତୁର୍ଥ ପର୍ଯ୍ୟାୟ ପାଇଁ ଏଏସଆଇ ଓ ବିଡିଆର ୧୫ ଜଣିଆ ଟିମର ଆଲୋଚନା
Read More...

ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍

ଭୁବନେଶ୍ବର: ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍। ୬ରୁ ୭ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବା ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ସେ କହିଛନ୍ତି ସାନ୍ତାଳୀ ଭାଷାରେ ନ୍ୟୁଜ୍ ପଢା ନେଇ ରାଷ୍ଟ୍ରପତିଙ୍କର ଆଗ୍ରହ ଥିଲା। ସାନ୍ତାଳ ମାନେ
Read More...

ମଠ ଭିତରେ ଯୁବତୀଙ୍କୁ ଔଷଧ ଦେଇ ଦୁଷ୍କର୍ମ

ରେଢ଼ାଖୋଲ: ରେଢ଼ାଖୋଲରେ ଲଜ୍ଜା। ବନ୍ଧା ହେଲେ ଆତ୍ମଘୋଷିତ ବାବା ପ୍ରଫୁଲ୍ଲ। ମଠ ଭିତରେ ଯୁବତୀଙ୍କୁ ଦୁଷ୍କର୍ମ କଲା ରଙ୍ଗିଲା ବାବା। ଲୁହାପଙ୍କ ପଞ୍ଚାୟତ ବୈଷ୍ଣବଝୁଲି ଗାଁ ମଠ ଭିତରେ ଯୁବତୀଙ୍କୁ ଦୁଷ୍କର୍ମ। ଔଷଧ ଦେଇ ଯୁବତୀଙ୍କୁ ଅଚେତ ଅବସ୍ଥାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ୫୩
Read More...

ମଧ୍ୟାହ୍ନ ଭୋଜନ ଖାଇ ୫୩ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଦାରିଙ୍ଗବାଡ଼ି: ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୫୩ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଯାଇଛନ୍ତି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ
Read More...

୩ ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

ମୟୂରଭଞ୍ଜ: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଙ୍ଗିରିପୋଷି-ଗୋରୁମହିଷାଣି, ବୁଡ଼ାମରା-ନ୍ୟୁ ଜାମଶୋଳା ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି ଦ୍ରୌପଦୀ
Read More...

ଦସ୍ତାବିଜ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ, ସ୍ଥଗିତ ରହିଲା ଶୁଣାଣି

ଭରତପୁର: ଭରତପୁର ଥାନା ଘଟଣାରେ ଦସ୍ତାବିଜ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ। ଯେଉଁ କାରଣରୁ ଆଜି ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ହେବାକୁ ଥିବା ଶୁଣାଣି ସ୍ଥଗିତ ରଖାଯାଇଛି। ଯାହା ଆସନ୍ତା ୧୮ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ତେବେ ଶୁକ୍ରବାର କ୍ରାଇମବ୍ରାଞ୍ଚ ପକ୍ଷରୁ ଭରତପୁର
Read More...