ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ରାଇମତି ଘେଉରିଆ

କୋରାପୁଟ: ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ କୋରାପୁଟ ଜିଲ୍ଲାର କୁନ୍ଦୁରା ବ୍ଲକର ଜଣେ ଆଦିବାସୀ ମହିଳା କୃଷକ ରାଇମତି ଘେଉରିଆ। ରାଇମତି ନିଜ ନାଁ ଅପେକ୍ଷା ମାଣ୍ଡିଆ ରାଣୀ ଭାବେ ବେଶ ପରିଚିତ। ସେ ଜୈବିକ ପଦ୍ଧତିରେ ମାଣ୍ଡିଆ, ଧାନ ଚାଷ କରି ଜିଲା, ରାଜ୍ୟ ଏବଂ ସର୍ବଭାରତୀୟସ୍ତରରେ
Read More...

ଡିସେମ୍ବର ୧୫ ରୁ ସୋଆରେ ଆରମ୍ଭ ହେବ ଓଡ଼ିଶା ଓପନ୍ ଏବଂ ୧୫ ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଉତ୍ସବ

ଭୁବନେଶ୍ୱର, ଡିସେମ୍ବର ୫: ଆସନ୍ତା ଡିସେମ୍ବର ୧୫ ତାରିଖରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ୮ ଦିନ ଧରି ହେଉଥିବା ଏହି ପ୍ରତିଯୋଗିତାରେ ୨୫ଟି ଦେଶର ପ୍ରାୟ ୭୦୦ ପ୍ରତିଯୋଗୀ ୩ ଟି ବିଭିନ୍ନ
Read More...

ରେଳ ଷ୍ଟେସନରୁ ୬୦ କେଜି ରୁପା ଅଳଙ୍କାର ଜବତ

ରାଉରକେଲା: ରାଉରକେଲା ଜିଆରପିକୁ ମିଳିଲା ବଡ ସଫଳତା। ରାଉରକେଲା ରେଳ ଷ୍ଟେସନରୁ ୬୦ କେଜି ରୁପା ଅଳଙ୍କାର ଜବତ କଲା ଜିଆରପି। ରୁପା ଅଳଙ୍କାର ଜବତ ସହ ଜଣଙ୍କୁ ଅଟକ ରଖିଛି ଜିଆରପି। ଅଟକ ବ୍ୟକ୍ତି ଜଣଙ୍କ ହେଲେ ଚନ୍ଦନ କୁମାର। ବିନା ଜିଏସଟିରେ ରୁପା ଅଳଙ୍କାର ଚାଲାଣ ହେଉଥିବା ନେଇ ଖବର
Read More...

ଜୀବନ ନେଲା ଅନ୍‌ଲାଇନ୍ ଗେମ୍

ଭୁବନେଶ୍ବର: ଅନ୍‌ଲାଇନ୍ ଗେମ୍ ହେଲା କାଳ, ଆତ୍ମହତ୍ୟା କଲେ ଯୁବକ। ଅନ୍‌ଲାଇନ୍‌ ଗେମ୍‌ ଖେଳି ଋଣଭାରରେ ବୁଡି ଜୀବନ ହାରିଛନ୍ତି ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ରାଜଧାନୀର ଲିଙ୍ଗରାଜ ଥାନା ଅନ୍ତର୍ଗତ ତିନିମୁଣ୍ଡିଆ ଛକ ଅଞ୍ଚଳରେ ଘଟଣା ଘଟିଛି। ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଯୁବକ।
Read More...

ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ସୁଭଦ୍ରା ଟଙ୍କା ମିଳିବ। ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍‌ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ପ୍ରଥମ କିସ୍ତି ଅର୍ଥ ପ୍ରଦାନ
Read More...

ପୁଷ୍ପା ୨’ ପ୍ରିମିୟର ଶୋ’ ବେଳେ ଦଳାଚକଟାରେ ଜଣେ ମୃତ

ହାଇଦ୍ରାବାଦ: ରିଲିଜ ହୋଇଛି ଅଲ୍ଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା ୨’। ତେବେ ପୁଷ୍ପା-୨ ରିଲିଜ୍‌ ବେଳେ ଘଟିଛି ବଡ଼ ଅଘଟଣ ହୋଇଛି। ଦଳାଚକଟାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ହାଇଦ୍ରାବାଦରେ ଗତକାଲି ରାତିରେ ପୁଷ୍ପା-୨ ପ୍ରିମିୟର୍ ଶୋ’
Read More...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍

ମୁମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଏହାସହ ସେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ମୁମ୍ବାଇ ଆଜାଦ ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହାସହ ଶିବସେନା
Read More...

ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ଆସାମ ସରକାର

ଆସାମ: ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଆସାମ ସରକାର। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ନିଷ୍ପତ୍ତି ନେଇଛୁ ଯେ ଗୋ’ମାଂସ କୌଣସି ରେଷ୍ଟୁରାଣ୍ଟ କିମ୍ବା ହୋଟେଲରେ
Read More...

ବିଦ୍ୟୁତ କମ୍ପାନୀ ଉପରେ ୬,୫୮୭ କୋଟି ଟଙ୍କା ବାକି

ଭୁବନେଶ୍ବର: ଆଜି ବିଧାନସଭାରେ ରାଜ୍ୟର ୪ଟି ବିଦ୍ୟୁତ୍ ବିତରଣ କମ୍ପାନୀ ଉପରେ ଓଡ଼ିଶା ସରକାରଙ୍କ ୬ ହଜାର ୫୮୭ କୋଟି ଟଙ୍କା ବକେୟା ରହିଥିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଶକ୍ତି ବିଭାଗର ମନ୍ତ୍ରୀ ଭାବେ ସିଂ ଦେଓ
Read More...

ଭୂମିକମ୍ପରେ ଥରିଲା ମାଲକାନଗିରି

ମାଲକାନଗିରି: ଭୂମିକମ୍ପରେ ଥରିଲା ମାଲକାନଗିରି। ମାଲକାନଗିରି ଓ କୋରାପୁଟରେ ମୃଦୁ ଭୂମିକମ୍ପ ଅନୁଭୂତ। ଆଜି ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି। କୋରାପୁଟର ଦାମନଯୋଡି, ଛତିଶଗଡ ସୁକୁମା ଓ ବିଜାପୁରରେ ଏବଂ ତେଲେଙ୍ଗାନାରେ ବି ଭୂମିକମ୍ପ ଅନୁଭୂତ ହୋଇଛି। ମାତ୍ର ଦୁଇ ସେକେଣ୍ଡ ପାଇଁ
Read More...