ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମମତାଙ୍କ ବୈଠକକୁ ଆସିଲେନି ଟିଏମସିର ୬୦ ବିଧାୟକ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଭିତରେ ଅସନ୍ତୋଷ ଓ ଗୋଷ୍ଠୀକନ୍ଦଳ ବଢ଼ୁଥିବା ଚର୍ଚ୍ଚା ଜୋର ଧରିଛି। ଦଳର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଦଳର ଆଭ୍ୟନ୍ତରୀଣ ଫାଟ ଆହୁରି ସ୍ପଷ୍ଟ
Read More...

୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ପାଇଁ ଆଗାମୀ ୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ କରାଯିବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ନର୍ସିଂ ପଦବୀ
Read More...

ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ ପଡ଼ିଛି। ତେଲ କମ୍ପାନୀମାନେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ଦର ବୃଦ୍ଧି କରିଛନ୍ତି। ନୂଆ ଦର ଅନୁଯାୟୀ, ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୪୨ ଟଙ୍କା ବୃଦ୍ଧି ପାଇ ୩,୧୧୩.୫୦ ଟଙ୍କାରେ ପହଞ୍ଚିଛି। କଲକାତାରେ ଏହା ୫୩
Read More...

ପଶ୍ଚିମବଙ୍ଗରେ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

୩୫ ମନ୍ତ୍ରୀଙ୍କ ଶପଥ, ମନ୍ତ୍ରିମଣ୍ଡଳର ସଂଖ୍ୟା ୪୧କୁ ବୃଦ୍ଧି ପଶ୍ଚିମବଙ୍ଗ: ସୋମବାର ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାରର ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ଅନୁଷ୍ଠିତ ହୋଇଛି। ଏହି ସମ୍ପ୍ରସାରଣରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ
Read More...

୯୦ କୋଟି ପାର କଲା ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ

ନୂଆଦିଲ୍ଲୀ: ଭାରତର ଡିଜିଟାଲ ସ୍ୱାସ୍ଥ୍ୟ ବ୍ୟବସ୍ଥା ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (NHA) ଅଧୀନରେ କାର୍ଯ୍ୟକାରୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ (ABDM) ଅନ୍ତର୍ଗତ ଦେଶରେ ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ (ABHA) ସଂଖ୍ୟା ୯୦ କୋଟି ଅତିକ୍ରମ
Read More...

ଦିଲ୍ଲୀ-ଏନସିଆରରେ ଇମର୍ଜେନ୍ସି ଆଲର୍ଟ ଟେଷ୍ଟ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର ଅଞ୍ଚଳର ଲକ୍ଷାଧିକ ମୋବାଇଲ ବ୍ୟବହାରକାରୀ ଶନିବାର ଏକ ଜରୁରୀକାଳୀନ ସତର୍କ ସନ୍ଦେଶ ପାଇଥିଲେ। ମୋବାଇଲରେ ହଠାତ୍ ଏକ ଉଚ୍ଚ ଶବ୍ଦ ସହ ଫ୍ଲାସ୍‌ ମେସେଜ୍‌ ପ୍ରଦର୍ଶିତ ହେବାରୁ ଅନେକ ଲୋକ ଚମକି ଯାଇଥିଲେ। ତେବେ ଏହା କୌଣସି ପ୍ରକୃତ ବିପର୍ଯ୍ୟୟ ସତର୍କତା ନଥିଲା।
Read More...

ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବାର କେନ୍ଦ୍ର ପାଲଟିଛି ସମ୍‌

ସମ୍‌ରେ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ନେଇ ଦୁଇ ଦିନିଆ ସମ୍ମିଳନୀ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା ଓ ଗବେଷଣା କ୍ଷେତ୍ରରେ ପ୍ରମୁଖ କେନ୍ଦ୍ର
Read More...

ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ଓଡ଼ିଶାରେ ଖଣିଜ ସମ୍ପଦର ବ୍ୟବହାର ଓ ଶିଳ୍ପ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ୧୧ଟି ବୃହତ୍ ଖଣିଜ ବ୍ଲକକୁ ନିଲାମ କରିବାକୁ ପଦକ୍ଷେପ ନେଇଛନ୍ତି। ବକ୍ସାଇଟ୍, ଲୁହାପଥର, ମାଙ୍ଗାନିଜ୍, ଆଲୁମିନିୟମଯୁକ୍ତ ଲାଟେରାଇଟ୍ ଏବଂ ଚୂନପଥର ଭଳି ମୂଲ୍ୟବାନ ଖଣିଜ
Read More...

ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ,

ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’ବିହାର: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପତ୍ନୀ ତଥା ବିହାର ବିଧାନ ପରିଷଦର ବିରୋଧୀ ଦଳ ନେତ୍ରୀ ରାବ୍ରୀ ଦେବୀଙ୍କୁ ବଡ଼ ଝଟକା ଲାଗିଛି। ପାଟନାର ୧୦ ସର୍କୁଲାର ରୋଡ୍‌ରେ ଥିବା ସେମାନଙ୍କ ସରକାରୀ ବାସଭବନ
Read More...

ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା

କର୍ଣ୍ଣାଟକ: କର୍ଣ୍ଣାଟକରେ ନୂଆ ସରକାର ଗଠନକୁ ନେଇ ଚାଲିଥିବା ରାଜନୈତିକ ତତ୍ପରତା ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ନିଜ ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କରିଥିବା ଚର୍ଚ୍ଚା ଜୋର ଧରିଛି। ଡିକେ ଶିବକୁମାରଙ୍କ ନେତୃତ୍ୱରେ ଗଠନ
Read More...