ଜୁଲାଇ ୧୫ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୋଷାକ
ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୁଲାଇ ୧୫ ସୁଦ୍ଧା ମାଗଣା ପୋଷାକ ମିଳିବ। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ମିଳିବ।!-->…
Read More...
Read More...