ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ୨ କୃଷି ଅଧିକାରୀ
ନବରଙ୍ଗପୁର: ଲାଞ୍ଚ ନେଇ ଧରା ପଡିଲେ ନବରଙ୍ଗପୁର ୨ କୃଷି ଅଧିକାରୀ। ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ!-->…
Read More...
Read More...