ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ପଦଯାତ୍ରା ବେଳେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରକୁ ଆକ୍ରମଣ। ପଦଯାତ୍ରା ବେଳେ ତରଳ ପଦାର୍ଥ ପକାଇଛି ଦୁର୍ବୃତ୍ତ। ଦିଲ୍ଲୀର ଗ୍ରେଟର କୈଳାଶ ଅଞ୍ଚଳରେ କେଜ୍ରିୱାଲ ପଦଯାତ୍ରା କରୁଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି । ତରଳ ପଦାର୍ଥ ଫିଙ୍ଗିଥିବା ଯୁବକକୁ ଧରି
Read More...

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ

ଭୁବନେଶ୍ବର: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ଡିସେମ୍ବର ୨୦୨୭ ସୁଦ୍ଧା ଶେଷ ହେବଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ।
Read More...

ନିଲମ୍ବିତ ହେଲେ ହେମଗିର ତହସିଲଦାର

ସୁନ୍ଦରଗଡ଼: ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି। କାର୍ଯ୍ୟରେ ଅବହେଳା ଓ ଲୋକଙ୍କୁ ଦୁର୍ବ୍ୟବହାର କରିବା କାରଣରୁ ତାଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବନ ଅବଧି ସମୟ ମଧ୍ୟରେ ଲାବଣ୍ୟନ୍ଦୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବେ ଏବଂ ଜିଲ୍ଲାପାଳଙ୍କ
Read More...

ବ୍ରେକ ଅପ୍ କରିବା ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ନୁହେଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନ କରିବା ଅପରାଧ ନୁହେଁ। ଏପରି ଏକ ନିଷ୍ପତ୍ତି ସମୟରେ ଏହା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନକରିବାର ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ହୋଇନଥାଏ। ବରଂ ଏପରି ହେବାପରେ ବ୍ୟକ୍ତି ମାନସିକ ଭାବରେ
Read More...

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

ଭୁବନେଶ୍ବର: ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ୭ଟଙ୍କା ୬୪ ପଇସା ହେବ । ପୂର୍ବରୁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଉଚ୍ଚ ପ୍ରାଥମିକ ପାଇଁ ଖର୍ଚ୍ଚ
Read More...

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ମୃତ, ୩ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ମୁତାବକ, ଆଜି ସକାଳେ ତିରିଂ ଥାନା ଅଞ୍ଚଳର
Read More...

ବାରାଣାସୀର ରେଳ ଷ୍ଟେସନର ଭୟାବହ ଅଗ୍ନିକାଣ୍ଡ, ୨୦୦ ଗାଡି଼ ପୋଡି ପାଉଁଶ

ବାରାଣାସୀ: ଉତ୍ତରପ୍ରଦେଶର ବାରାଣାସୀର କ୍ୟାଣ୍ଟ ରେଳ ଷ୍ଟେସନର ପାର୍କିଂ ଏରିଆରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପାର୍କିଂ ହୋଇଥିବା ୨୦୦ ଗାଡି଼ ଜଳି ପୋଡି ପାଉଁଶ ହୋଇଯାଇଛି। ଜଳି ଯାଇଥିବା ସମସ୍ତ ଗାଡ଼ିଗୁଡ଼ିକ ଦୁଇ ଚକିଆ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ,
Read More...

ଭୁବନେଶ୍ୱର ବିମାନ ବନ୍ଦର ଭିତରୁ ଅଜଣା ବ୍ୟାଗ ଠାବ

ଭୁବନେଶ୍ୱର: ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପରେ ଭୁବନେଶ୍ୱର ବଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଠାବ ହୋଇଛି ଅଜଣା ବ୍ୟାଗ। ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ତେବେ ବ୍ୟାଗ୍‌ କାହାର ସେଥିରେ କ’ଣ ଅଛି ଏହାକୁ ନେଇ ସିଆଇଏସଏଫ ଡଗ ସ୍କ୍ବାଡ ଯାଞ୍ଚ କରୁଛି I
Read More...

ପୁଣି ମେଡିକାଲରୁ ଶିଶୁ ଚୋରି

ନୟାଗଡ଼: କିଛି ଦିନ ତଳେ ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଏବେ ନୟାଗଡ଼ରୁ ଆସିଛି ସମାନ ଅଭିଯୋଗ । ଶନିବାର ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଶିଶୁ ଜନ୍ମ ପରେ ଗାଏବ କରାଯାଇଥିବା ଅଭିଯୋଗ ହୋଇଛି।
Read More...

ଭବପ୍ରସାଦ ଦାସଙ୍କୁ ମିଳିଲା ଜାମିନ

ଯାଜପୁର: ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍‌ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କୁ ୪ ମାମଲା ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର କରିଛନ୍ତି। ଏହିଜାମିନ ମଞ୍ଜୁର ହୋଇଥିଲେ ମଧ୍ୟ ଲଲ ଜେଲ୍‌ରୁ ମୁକୁଳିପାରିବେ
Read More...