ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍
ବରଗଡ଼: ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍ଙ୍କ ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଛିଦିନ!-->…
Read More...
Read More...