ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର
ନ୍ୟୁଜ୍ ବ୍ୟୁରୋ: ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର। ୬୫ବର୍ଷ ବୟସରେ ପିନାକୀ, ୫୦ବର୍ଷିୟ ମହୁଆଙ୍କ ହାତ ଧରିଛନ୍ତି। ଉଭୟଙ୍କ ବିବାହ ଜର୍ମାନୀରେ ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି।ଟିଏମସି ସାଂସଦ ମହୁଆ!-->…
Read More...
Read More...