ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ
ବୌଦ୍ଧ: ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ କରିଛି ଏସଟିଏଫ। ଏହି ଘଟଣାରେ ଜଣେ ଶିକାରୀକୁ ମଧ୍ୟ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଉଛି ୪୫ ବର୍ଷୀୟ ପ୍ରମୋଦ ପରିଡ଼ା। ଜବତ କରାଯାଇଥିବା ୨ ହାତୀ ଦାନ୍ତର ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।ସୂଚନା ଅନୁସାରେ, ବୌଦ୍ଧ!-->…
Read More...
Read More...