ଅଙ୍ଗନବାଡିରେ ମିଳୁଥିବା ଅଣ୍ଡା ଦାମ୍ ବୃଦ୍ଧି
ଭୁବନେଶ୍ବର: ବଢିଲା ଅଙ୍ଗନବାଡ଼ି ଅଣ୍ଡା ଦାମ। ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି। ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି। ଏଥିପାଇଁ!-->…
Read More...
Read More...