କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ
କେରଳ: ଦକ୍ଷିଣ ଭାରତର ରାଜ୍ୟ କେରଳରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଘଟିଛି। ଗତ ୨୪ ଘଣ୍ଟାରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଲୋକ ନିଖୋଜ ଥିବା ସୂଚନା ମିଳିଛି।!-->…
Read More...
Read More...