ଶ୍ରୀମନ୍ଦିର ରତ୍ନସିଂହାସନ ନିକଟରେ ଟଳିପଡ଼ିଲେ ସେବାୟତ
ପୁରୀ: ଶ୍ରୀମନ୍ଦିରରେ ଘଟିଛି ଅଘଟଣ। ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ!-->…
Read More...
Read More...