ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ପାଇଁ ୪ର୍ଥ ପର୍ଯ୍ୟାୟ କିସ୍ତି
Read More...

ହାତୀ ଦାନ୍ତ ଜବତ ବେଳେ ବନ କର୍ମଚାରୀଙ୍କ ଗାଡିକୁ ଗୁଳିମାଡ

ରାୟଗଡା: ରାୟଗଡାରେ ମାତିଛନ୍ତି ହାତୀ ଦାନ୍ତ ମାଫିଆ। ପାତ୍ରଗୁଡା ନିକଟରୁ ହାତୀ ଦାନ୍ତ ଜବତ କରିବା ସହ ୫ ଜଣଙ୍କୁ ଅଟକ ରଖିଛି ବନ ବିଭାଗ। ବନ ବିଭାଗ ଟିମ୍ ପାତ୍ରଗୁଡା ନିକଟରୁ ହାତୀ ଦାନ୍ତ ଜବତ କରିବାକୁ ଯାଇଥିବା ବେଳେ ବନବିଭାଗ ଟିମ୍‌ ଉପରକୁ ଗୁଳିମାଡ଼ କଲେ ଦୁର୍ବୃତ୍ତ। ପୋଲିସ
Read More...

କଂଗ୍ରେସ କର୍ମୀଙ୍କ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ। ବିଚ୍ ରାସ୍ତା ଉପରେ ମହୁମାଛି ଜୋରଦାର ଆକ୍ରମଣ କରିଛନ୍ତି।ସୂଚନା ଅନୁଯାୟୀ, ବିଚ୍ ରାସ୍ତା ଉପରେ ମହୁମାଛି ମାନେ ଜୋରଦାର ଆକ୍ରମଣ କରିଛନ୍ତି। ମହୁମାଛିଠୁ
Read More...

ସଡକ ଦୁର୍ଘଟଣାରେ ମା ପୁଅ ଗୁରୁତର, ସାନ ପୁଅ ମୃତ

ନୟାଗଡ଼: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ସାନ ପୁଅ ଜୀବନ। ବଡ ପୁଅ ଓ ମାଆ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ। ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର
Read More...

ଜାକିର ହୁସେନଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ; ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ଏକ ଏକ୍ସ ପୋଷ୍ଟ୍‌ ଜରିଆରେ ଶ୍ରଦ୍ଧାଞ୍ଜଳି ଜଣାଇ କହିଛନ୍ତି ଯେ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଜଗତରେ ବିପ୍ଳବ ଆଣିଥିବା ଜଣେ ପ୍ରକୃତ ପ୍ରତିଭା ଭାବରେ ତାଙ୍କୁ
Read More...

ଓଲଟିଲା ଯାତ୍ରୀବାହୀ ବସ୍

ବେଗୁନିଆ: ବାଘମାରି ନିକଟରେ ଓଲଟିଲା ଯାତ୍ରୀବାହୀ ବସ। ଛୋଟ ପିଲା ସମେତ ୭ରୁ ୮ ଜଣ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା ମେଡ଼ିକାଲରେ ଭର୍ତି ହୋଇଥିବା ସ୍ଥାନୀୟ ଲୋକ କହିଛନ୍ତି। ସୂଚନା ଅନୁଯାୟୀ ଗଞ୍ଜାମ ସୋରଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଚକାଡୋଳା ନାମକ ଯାତ୍ରୀବାହୀ ବସଟି ଖୋର୍ଦ୍ଧା-
Read More...

ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର

ନୂଆଦିଲ୍ଲୀ; ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ୨ୟ ର଼୍ୟାଙ୍କ ପାଇଥିବା ଆଇଏଏସ୍‌ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ସେହିପରି ୨୪ ନମ୍ବର ର଼୍ୟାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି।
Read More...

କାଳକାଜିରୁ ଆତିଶୀ ଓ ନୂଆ ଦିଲ୍ଲୀରୁ ଲଢ଼ିବେ କେଜ୍ରିଓ୍ୱାଲ୍‌

ନୂଆଦିଲ୍ଲୀ; ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଆମ ଆଦମୀ ପାର୍ଟି।ଏହି ପର୍ଯ୍ୟାୟରେ ମୋଟ ୩୮ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୁଣି ଥରେ ଦିଲ୍ଲୀରୁ ନିଜ ଭାଗ୍ୟ ପରୀକ୍ଷା କରିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌
Read More...

ଜାନୁଆରୀ ୧୪ରୁ ୨୨ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା। ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଭିତରକନିକା
Read More...

ଜୟପୁରରେ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: କୋରାପୁଟ ଜିଲ୍ଲାର ଜୟପୁର ଫୁଲବାଡ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ
Read More...