ଚାଷୀଙ୍କ ଋଣ ସୁବିଧା ସୁଧାରିବା ପାଇଁ ବଡ ପଦକ୍ଷପ ନେଲା ଆରବିଆଇ
ନୂଆଦିଲ୍ଲୀ: କୃଷକମାନଙ୍କ ପାଇଁ ବନ୍ଧକମୁକ୍ତ ଋଣ ସୀମାକୁ ୧.୬ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଏହି ନିଷ୍ପତ୍ତି ଜାନୁଆରୀ ୧, ୨୦୨୫ରୁ କାର୍ଯ୍ୟକାରୀ ହେବ। ଇନପୁଟ ମୂଲ୍ୟ ବୃଦ୍ଧି ମଧ୍ୟରେ କ୍ଷୁଦ୍ର ଚାଷୀମାନଙ୍କୁ ସାହାଯ୍ୟ କରିବା ପାଇଁ ଏହି ପଦକ୍ଷେପ!-->…
Read More...
Read More...