ବିଦାୟ ନେଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ବର: ଓଡିଶାରୁ ବିଧିବଦ୍ଧ ଭାବେ ବିଦାୟ ନେଇଛନ୍ତି ବିଦାୟୀ ରାଜ୍ୟପାଳ ରଘୁବର ଦାସ। ସେ ଆଜି ରାଜଭବନରୁ ତାଙ୍କ ଗୃହରାଜ୍ୟ ଝାଡଖଣ୍ଡ ଫେରି ଯାଇଛନ୍ତି। ରାଜଭବନ ଛାଡିବା ସମୟରେ ରଘୁବରଙ୍କୁ ଗାର୍ଡ-ଅଫ-ଅନର ପ୍ରଦାନ କରାଯାଇଥିଲା। ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି!-->…
Read More...
Read More...