ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ଧାରଣାରେ ନରାଜ ଓମଫେଡ୍ ଠିକା ଡ୍ରାଇଭର

କଟକ: ମିଳୁନି ଓମଫେଡ୍ କ୍ଷୀର। ନରାଜ ଓମଫେଡ୍ ଠିକା ଡ୍ରାଇଭରଙ୍କ ଧାରଣା। ଏହା ଯୋଗୁଁ ଭୁବନେଶ୍ୱର, କଟକରେ କ୍ଷୀର ଯୋଗାଣ ବାଧାପ୍ରାପ୍ତ। ଓମ୍‌ଫେଡ୍‌ର ଜଣେ ଠିକା ଡ୍ରାଇଭରଙ୍କୁ ଅଟକ ପ୍ରତିବାଦରେ ଧାରଣା। ନରାଜ ଓମଫେଡ୍‌ ଫ୍ୟାକ୍ଟ୍ରି ଆଗରେ ଗାଡ଼ି ରଖି ଧାରଣାରେ ବସିଛନ୍ତି ଡ୍ରାଇଭର। ଓମଫେଡ
Read More...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସମନ ପରେ ଅଲ୍ଲୁ ମଙ୍ଗଳବାର ହାଇଦ୍ରାବାଦ
Read More...

ରାଜଧାନୀରୁ ହଟିବେ ସମସ୍ତ ଉଠା ଦୋକାନୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରୁ ହଟିବେ ସମସ୍ତ ଉଠା ଦୋକାନୀ। ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ଉଠା ଦୋକାନୀକୁ ହଟାଯିବ। ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏମିତି କିଛି ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ। ଉଠା ଦୋକାନୀଙ୍କୁ ହଟାଯାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ।
Read More...

କଟକରେ ସ୍ଥାପନ ହେଲା ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ: କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ
Read More...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ବର; ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ସତ୍ୟନଗରସ୍ଥିତ ପ୍ରେସର କୁକର ଗୋଦାମରେ
Read More...

୫ମ ଓ ୮ମରେ ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଣୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ: ସ୍କୁଲ ଶିକ୍ଷାରେ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର। ୫ମ ଓ ୮ମ ଶ୍ରେଣୀରେ ରହିଥିବା ଫେଲ୍‌ ନ ହେବା କଟକଣାକୁ ଆଜି ସରକାର ହଟାଇ ଦେଇଛନ୍ତି। ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ଫେଲ୍। ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଣୀକୁ ଯାଇ ପାରିବେ ନାହିଁ। ଏନେଇ ସୂଚନା ଦେଲେ
Read More...

ପାର୍ସଲ ବୋମା ମାମଲା: ସାକ୍ଷୀ ଦେବେ ଅରୁଣ ବୋଥ୍ରା

ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ମାମଲାରେ ଆଜି ପାଟଣାଗଡ ଏଡିଜେ କୋର୍ଟରେ ସାକ୍ଷ୍ୟ ଗ୍ରହଣ ରହିଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ହେବ
Read More...

ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର

ଭୁବନେଶ୍ବର: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି। ବର୍ତ୍ତମାନ ଆଉ ୩ଟି ସ୍ଥାନରେ ଏହି ରାଡାର ଲାଗିବ।
Read More...

୩ ବାଂଲାଦେଶୀ ଅନୁପ୍ରବେଶକାରୀ ଗିରଫ

ଅଗରତାଲା: ୩ ବାଂଲାଦେଶୀ ଅନୁପ୍ରବେଶକାରୀ ଗିରଫ। ତ୍ରିପୁରାର ଅଗରତାଲା ରେଲୱେ ଷ୍ଟେସନରୁ ଗିରଫ କଲା ପୋଲିସ। ବେଆଇନ ଭାବେ ସୀମା ପାର୍‌ ହୋଇ କୋଲକାତା ଯାଉଥିବା ସୂଚନା। ଏନେଇ ସରକାରୀ ରେଳ ପୋଲିସର ଅଧିକାରୀ (ଓସି) କହିଛନ୍ତି ଯେ ରବିବାର ଦିନ ଅଗରତାଲା ରେଳ ଷ୍ଟେସନରେ ତିନିଜଣ ବାଂଲାଦେଶୀ
Read More...

ବିବାହ ବନ୍ଧନରେ ଆବଦ୍ଧ ହେଲେ ପିଭି ସିନ୍ଧୁ

ରାଜସ୍ଥାନ: ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି। ହିନ୍ଦୁ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ବିବାହର ପ୍ରଥମ ଫଟୋମଧ୍ୟ ପ୍ରକାଶ ପାଇଛି।
Read More...