ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୁବଶୀଘ୍ର ବିବାହ କରିବେ ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ

ହାଇଦ୍ରାବାଦ: ଭାରତର ଲୋକପ୍ରିୟ ବ୍ୟାଡମିଣ୍ଟନ ଖେଳାଳି ତଥା ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ପଡ଼ିବ ହାତ ଗଣ୍ଠି। ବଧୂ ସାଜିବେ ଭାରତର ଷ୍ଟାର ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ। ଆସନ୍ତା ଡିସେମ୍ବର ୨୨ ତାରିଖରେ ହେବ ବିବାହ ଉତ୍ସବ। ରାଜସ୍ଥାନର
Read More...

ହସ୍ପିଟାଲ ପରେ ଏବେ ବାଂଲାଦେଶୀଙ୍କୁ ହୋଟେଲ୍ ମନା

ତ୍ରିପୁରା: ବାଂଲାଦେଶୀଙ୍କୁ ନେଇ ତ୍ରିପୁରା ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ରେ ବାଂଲାଦେଶୀ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ବାଂଲାଦେଶରେ ଭାରତୀୟ ପତାକାକୁ ଅପମାନ ଘଟଣାରେ ଅଲ ତ୍ରିପୁରା ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକ ସଂଘ ପକ୍ଷରୁ ବାଂଲାଦେଶୀ ପର୍ଯ୍ୟଟକଙ୍କୁ କୌଣସି
Read More...

‘ଦି ସାବରମତୀ ରିପୋର୍ଟ’ ଦେଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା

ଭୁବନେଶ୍ବର: ହିନ୍ଦୀ ଚଳଚ୍ଚିତ୍ର ଓ ଧାରାବାହିକ ଜଗତର ଲୋକପ୍ରିୟ ପ୍ରଯୋଜିକା ତଥା ନିର୍ଦେଶିକା ଏକତା କପୁର ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ମଙ୍ଗଳବାର ଏକତା ଓଡ଼ିଶା ଆସି ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓ ସାବରମତି ରିପୋର୍ଟ
Read More...

ଟ୍ରକ ଧକ୍କାରେ ସିକ୍ୟୁରିଟି ଗାର୍ଡ ମୃତ

ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ। ସୂଚନା ଅନୁସାରେ ଗତକାଲି
Read More...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ
Read More...

୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର:ଆଜି ପୁଣି ୩ୟ ଥର ପାଇଁ ଓଡ଼ିଶା ଆସିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ଆନ୍ତର୍ଜାତିକ ନୌସେନା ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମହାମହିମ। ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Read More...

ଯାତ୍ରାର ଅଶ୍ଲୀଳତା ନେଇ ବିଧାନସଭାରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଧାୟକ

ଭୁବନେଶ୍ବର: ଆଗରୁ ଯାତ୍ରାର କାହାଣୀ ଦର୍ଶକଙ୍କୁ ଆକୃଷ୍ଟ କରୁଥିଲା। ହେଲେ ବର୍ତମାନ ଯାତ୍ରାର କାହାଣୀ ଉପରେ କେହି ଧ୍ୟାନ ଦେଉନାହାନ୍ତି। ଏବେ ରାଜ୍ୟରେ ବିଭିନ୍ନ ଯାତ୍ରା ପାର୍ଟି ପକ୍ଷରୁ ଲୋକମାନଙ୍କୁ ଆକୃଷ୍ଟ କରିବା ପାଇଁ ଚର୍ଚ୍ଚିତ ଅଭିନେତ୍ରୀମାନଙ୍କୁ ଡାକି ନଚାଉଛନ୍ତି। କିନ୍ତୁ କିଛି
Read More...

ଓଡ଼ିଶା ବଜାରରେ ପ୍ରବେଶ କଲା ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର/ପୁରୀ: ନୂତନତା ଓ ଉଚ୍ଚମାନର ଗୁଣବତ୍ତା ପାଇଁ ଜଣାଶୁଣା ଜିନ୍ଦଲ ପାନ୍ଥର୍ ସିମେଣ୍ଟ ଗତ ୨୮ତାରିଖ ଦିନ ପୁରୀରେ ଆୟୋଜିତ ଏକ ଉନ୍ମୋଚନ କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶା ସିମେଣ୍ଟ ବଜାରରେ ପଦାର୍ପଣ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି ସହିତ ପୂର୍ବ ଭାରତର ନିର୍ମାଣ କ୍ଷେତ୍ରରେ
Read More...

ସମ୍ ପକ୍ଷରୁ ଆୟୋଜିତ ଜାତୀୟ ଇଂଟରଭେନସନାଲ୍ ରେଡିଓଲୋଜି ସମ୍ମିଳନୀ ‘ସମମ୍‌ଇରକନ୍‌’

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦେଶ ତଥା ବିଦେଶରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି ସମ୍ ହସ୍ପିଟାଲ : ସ୍ୱାସ୍ଥ୍ୟ ମନ୍ତ୍ରୀ ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଘରୋଇ ଡାକ୍ତରଖାନା ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍
Read More...

ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ଦୁଇଟି ପୁସ୍ତକ ଉତ୍ସର୍ଗୀକୃତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଏହି ଦୁଇଟି ପୁସ୍ତକକୁ ସୋମବାର ସୋଆର
Read More...