୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା
ଭୁବନେଶ୍ବର: ଭାରତ ସରକାରଙ୍କ ବହୁ ପ୍ରତିକ୍ଷୀତ ଏହି ଯୋଜନା ଓଡ଼ିଶାରେ ଲାଗୁ ହେବାକୁ ଯାଉଛି। କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ!-->…
Read More...
Read More...