ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ଲାଞ୍ଚ ନେଇ ଧରା ପଡିଲେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୁବର୍ଣ୍ଣପୁର: ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ କୁମାର ଦେହୁରୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଦେହୁରୀ ତାଙ୍କ ସୁବର୍ଣ୍ଣପୁର ସହରସ୍ଥିତ ଅଫିସ ପ୍ରକୋଷ୍ଠରେ ଜଣେ ବ୍ୟକ୍ତିଙ୍କ ଠାରୁ ଲୋନ୍ ମଞ୍ଜୁର କରିବା
Read More...

ଦଳିତ ଶିକ୍ଷାର୍ଥୀଙ୍କ ପାଇଁ ‘ଆମ୍ବେଦକର ବୃତ୍ତି” ଘୋଷଣା କଲେ ଅରବିନ୍ଦ କେଜରିୱାଲ

ନୂଆଦିଲ୍ଲୀ: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି ଲୋକଙ୍କ ପାଇଁ ଉପହାର ପେଡି ଖୋଲିଛି। ପ୍ରଥମେ ମହିଳାଙ୍କ ପାଇଁ, ପରେ ବୃଦ୍ଧମାନଙ୍କ ପାଇଁ ଏବଂ ବର୍ତ୍ତମାନ ପିଲାମାନଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପି ମୁଖ୍ୟ ଅରବିନ୍ଦ
Read More...

ଭୂକମ୍ପରେ ଥରିଲା ନେପାଳ

ନେପାଳ: ସକାଳୁ ସକାଳୁ ନେପାଳରେ ଭୂକମ୍ପ ଝଟକା। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭାରତୀୟ ସମୟାନୁସାରେ ଆଜି ଭୋର ପ୍ରାୟ ୩ଟା ୫୯ ମିନିଟରେ ଏହି ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ସୂଚନା ଅନୁସାରେ, ନେପାଳ ଜୁଲ୍ମା ଜିଲ୍ଲାରେ ୧୦ କିଲୋମିଟର ଗଭୀରତାରେ ଏହାର
Read More...

ସୋଆରେ ପ୍ୟାରିସ୍ ଅଲମ୍ପିକସ ହକି ତାରକା : ଛାତ୍ରଛାତ୍ରୀଙ୍କ ସହ କଲେ ଭାବ ବିନିମୟ

ଭୁବନେଶ୍ୱର, ଡିସେମ୍ବର ୨୦: ଖେଳ ଆରମ୍ଭ ହେବାର ମାତ୍ର କେତୋଟି ମିନିଟ୍ ପରେ ନିର୍ଭରଶୀଳ ରକ୍ଷଣ ଭାଗ ଖେଳାଳୀ ଅମିତ ରୋହିଦାସଙ୍କୁ ରେଡକାର୍ଡ ମିଳିଲା । ସେତେବେଳକୁ ଖେଳର ପ୍ରାୟ ଦୁଇ - ତୃତୀୟାଂଶ ବାକି ଅଛି। ମାତ୍ର ୧୦ ଜଣ ଖେଳାଳୀଙ୍କୁ ନେଇ ଭାରତ ପ୍ୟାରିସ୍ ଅଲିମ୍ପିକ୍ କ୍ରୀଡାର ପୁରୁଷ
Read More...

ନୂଆବର୍ଷରେ ଅବକାରୀ ନିୟମ ଉଲଂଘନ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ୍ ପାଇଁ ପ୍ରସ୍ତୁତ ହେଲେଣି ଯୁବବର୍ଗ। ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଅବକାରୀ ବିଭାଗର କଟକଣା ଜାରି କରିଛି । ଡିସେମ୍ବର ୩୧ ତାରିଖରେ ଜିରୋ ନାଇଟ୍ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ନେବା ନିହାତି ଆବଶ୍ୟକ। ନୂଆ ବର୍ଷ ପାଳନ
Read More...

ରାସ୍ତାରେ ଠିଆ ହୋଇଥିବା ବେଳେ ମାଡ଼ିଗଲା ପିକଅପ୍‌, ଜଣେ ମୃତ

ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ଏକ ପିକଅପ୍‌ ମାଡ଼ି ଯାଇଥିଲା। ଫଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର
Read More...

ଜୟପୁରରେ ଭୟଙ୍କର ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ

ରାଜସ୍ଥାନ: ରାଜସ୍ଥାନର ଜୟପୁରରେ ଶୁକ୍ରବାର ସକାଳେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଜୟପୁରର ଆଜମେର ରୋଡ ଭାନ୍‌କ୍ରୋଟା ସ୍ଥିତ ଏକ ପେଟ୍ରୋଲ ପମ୍ପ ସାମ୍ନାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ସିଏନଜି ଟ୍ରକ ଅନ୍ୟ ଏକ ଏଲପିଜି ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ପରେ ବିସ୍ଫୋରଣ ଘଟି ଚାରିଆଡେ
Read More...

ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମପ୍ରକାଶ ଚୌଟାଲାଙ୍କ ଦେହାନ୍ତ

ହରିୟାଣା: ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍‌ପ୍ରକାଶ ଚୌତାଲାଙ୍କ ଶୁକ୍ରବାର ପରଲୋକ ଘଟିଛି। ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଦିନ ପ୍ରାୟ ୧୨ଟା ସମୟରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କର ଶ୍ଵାସକ୍ରିୟାରେ ସମସ୍ୟା ଥିଲା ଏବଂ ଗତ
Read More...

ଲଘୁଚାପ ପ୍ରଭାବରେ ୨ଦିନ ଯାଏଁ କୋହଲା ପାଗ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧିତ ଚିତ୍ର ଦର୍ଶାଉଛି ଯେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ରହିଛି ସଦୃଶ ଲଘୁଚାପ କ୍ଷେତ୍ର। ମେଘଖଣ୍ଡ ଗୁଡ଼ିକ ସମଗ୍ର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ପଶ୍ଚିମ
Read More...

ଜମ୍ମୁକାଶ୍ମୀରରେ ପୋଲିସ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀ ମୃତ

ଜମ୍ମୁକାଶ୍ମୀର: କୁଲଗାମରେ ୫ ଆତଙ୍କୀ ସଫା। ଗୁଳି ବିନିମୟରେ ଦୁଇ ସୁରକ୍ଷାକର୍ମୀ ଆହତ ହୋଇଥିବା ସୂଚନା ରହିଛି। ଜମ୍ମୁକାଶ୍ମୀର କୁଲଗାମରେ ବଡ଼ ଧରଣର ଏନ୍‌କାଉଣ୍ଟରl କଦ୍ଦର ଗାଁରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଭୀଷଣ ଗୁଳି ବିନିମୟ। ୨ ଆତଙ୍କବାଦୀଙ୍କୁ ଘେରି ସୁରକ୍ଷାକର୍ମୀଙ୍କ
Read More...