ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
ଭୁବନେଶ୍ବର:ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ) ଘୋଷଣା କରିଛି ଯେ ୨୦୨୫ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳାଫଳ ଆସନ୍ତାକାଲି ଅର୍ଥାତ୍ ମେ ୨ ତାରିଖରେ ପ୍ରକାଶ ପାଇବ। ଏହି ରେଜଲ୍ଟ ଅପରାହ୍ନ ୪ଟାରେ କଟକସ୍ଥିତ ବିଏସ୍ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯିବ। ଏହା ପରେ,!-->…
Read More...
Read More...