ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ ଇ-କେଓ୍ବାଇସି

ଭୁବନେଶ୍ବର:ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଆଉ ୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ ଇ-କେଓ୍ବାଇସି। ଇ-କେଓ୍ବାଇସି ପରେ ନୂଆ ହିତାଧିକାରୀଙ୍କୁ ମିଳିବ କାର୍ଡ ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। କିଛି ମାସ
Read More...

ଏବେ ନିଆଁ ଲିଭାଇବ ରୋବଟ

ଭୁବନେଶ୍ବର: ଏଥର ଭୟଙ୍କର ନିଆଁ ଲିଭାଇବା ହେବ ସହଜ। ଆହୁରି ସଶକ୍ତ ଓ ମଜଭୁତ ହେବ ଅଗ୍ନିଶମ ବିଭାଗ। ଓଡ଼ିଶାରେ ପ୍ରଥମ ଥର ପାଇଁ ନିଆଁ ଲିଭାଇବା କାର୍ଯ୍ୟାରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ରୋବଟକୁ ବ୍ୟବହାର କରାଯିବ। ଏହାର ନାଁ ହେଉଛି ଫାୟାର ଫାଇଟିଂ ରୋବୋଟିକ ମନିଟର। ଆଜି ଓଡ଼ିଶା
Read More...

କମିବ ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଧନତେରାସରେ କେନ୍ଦ୍ର ସରକାର ବଡ ଘୋଷଣା। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ
Read More...

ଅଦିନ ରଥଯାତ୍ରା ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖି ବାରଣ କଲେ ଗଜପତି

ଭୁବନେଶ୍ବର: ଅଦିନ ସ୍ନାନ ଓ ରଥଯାତ୍ରା ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖି ବାରଣ କଲେ ଗଜପତି ମହାରାଜା। ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଆଦିନିଆ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି
Read More...

ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ

ପୁରୀ: ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଓଡିଶା ସରକାର ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଜାଳେଣି କାଠ ବଦଳରେ ଗୋବର ଘଷି ବ୍ୟବହାର ଉପରେ ଚିନ୍ତା କରୁଛନ୍ତି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଙ୍ଗଳବାର ସୂଚନା ଦେଇଛନ୍ତି।
Read More...

ପ୍ରଧାନମନ୍ତ୍ରୀ ୫୧,୦୦୦ରୁ ଅଧିକ ପ୍ରାର୍ଥୀଙ୍କୁ ଦେଲେ ନିଯୁକ୍ତି ପତ୍ର

ନୂଆଦିଲ୍ଲୀ: ଦେଶର ଜନତାଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର
Read More...

ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ
Read More...

ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ

ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍‌ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ
Read More...

ଯାତ୍ରିବାହୀ ବସ୍ ଦୁର୍ଘଟଣାରେ ୧୨ମୃତ୍ୟୁ

ରାଜସ୍ଥାନ: ରାଜସ୍ଥାନର ସିକାରରେ ଗୋଟିଏ ଯାତ୍ରିବାହୀ ବସ୍‌ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବର୍ତ୍ତମାନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର
Read More...

ଦୀପାବଳୀ ପାଇଁ ଆସିଲା ଗାଇଡଲାଇନ୍

ସଂଧ୍ୟା ୭ରୁ ୯ ମଧ୍ୟରେ ଫୁଟିବ ବାଣ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି ଭୁବନେଶ୍ବର: ଆଜି ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ  ଗାଇଡଲାଇନ୍ ଜାରି କରାଯାଇଛି।
Read More...