ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ଦୁଇଟି ପୁସ୍ତକ ଉତ୍ସର୍ଗୀକୃତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଏହି ଦୁଇଟି ପୁସ୍ତକକୁ ସୋମବାର ସୋଆର
Read More...

ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା

ଛତିଶଗଡ଼: ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରକାଣ୍ଡ। ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା। ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ବିଜାପୁର ଜିଲା ଭୈରମଗଡ଼ ଥାନା ତାଲେର ଗ୍ରାମ ନିବାସୀ କୁମ୍ମେଶ କୁ୍‌ଜାମ। ଅନ୍ୟପକ୍ଷେ ମାଓବାଦୀମାନେ
Read More...

ଦୀର୍ଘ ଦିନ ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର:ଏଣିକି ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ। ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଏହି ଘୋଷଣା କରିଛନ୍ତି। ବର୍ତ୍ତମାନ ଆକ୍ସନ ମୋଡରେ ରାଜ୍ୟ ସରକାର। ୧୯୬ ଡାକ୍ତରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ଦିନ ଛୁଟିରେ ଥିବାରୁ ଏହିସବୁ
Read More...

ଦୁର୍ଘଟଣାରେ ଆଖି ବୁଜିଲେ ଆଇପିଏସ ଅଧିକାରୀ

ଚାକିରିର ପ୍ରଥମ ଦିନରେ ଯୋଗ ଦେବାକୁ ଯିବା ବେଳେ ଘଟିଲା ଦୁର୍ଘଟଣାକର୍ଣ୍ଣାଟକ: ଚାକିରିର ପ୍ରଥମ ଦିନରେ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଭାରତୀୟ ପୁଲିସ ସେବା (ଆଇପିଏସ୍‌)ର ଜଣେ ଅଧିକାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଇପିଏସ୍‌ ଅଧିକାରୀ ଜଣକ ହେଲେ ହର୍ଷବର୍ଦ୍ଧନ। ହସନରେ
Read More...

ସ୍କୁଲ ବସ୍ ଧକ୍କାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ

ଢେଙ୍କାନାଳ: ସ୍କୁଲ ବସ‌କୁ ଧକ୍କା ଦେଲା ଟ୍ରଲର, ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ। ଧକ୍କା ଦେଇଥିବା ଟ୍ରଲର୍ ଡ୍ରାଇଭର୍ ଫେରାର। ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ଏହି ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ୧୦ ଛାତ୍ରଛାତ୍ରୀଙ୍କ ସହ ଜଣେ ଶିକ୍ଷକ ମଧ୍ୟ ଗୁରୁତର
Read More...

ଆତଙ୍କବାଦୀ ପନ୍ନୁନର ଧମକପୂର୍ଣ୍ଣ ମେସେଜ ଘଟଣାରେ ଗୁଗୁଲକୁ ଚିଠି ଲେଖିଲା କ୍ରାଇମବ୍ରାଞ୍ଚ ଏସଟିଏଫ

ଭୁବନେଶ୍ବର; ଓଡିଆ ସାମ୍ବାଦିକଙ୍କୁ ଖଲିସ୍ତାନୀ ଉଗ୍ରବାଦୀ ପନ୍ନୁନର ଧମକପୂର୍ଣ୍ଣ ମେସେଜକୁ ନେଇ ଏବେ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ। ଏନେଇ ଅଧିକ ତଥ୍ୟ ପାଇଁ ଆଜି ଗୁଗୁଲକୁ ଚିଠି ଲେଖିଛି କ୍ରାଇମବ୍ରାଞ୍ଚ ଏସଟିଏଫ। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ
Read More...

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ମିଳିବ ମୋବାଇଲ ଓ ଇଣ୍ଟରନେଟ

ଭୁବନେଶ୍ବର: ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ମିଳିବ ମୋବାଇଲ ଓ ଇଣ୍ଟରନେଟ ସେବା। ଏଥିପାଇଁ ଟାସ୍କଫୋର୍ସ ଗଠନ ହୋଇଛି। ଖୁବଶୀଘ୍ର ଟାସ୍କ ଫୋର୍ସ ତାର କାମ ଆରମ୍ଭ କରିବା ନେଇ ଗୃହରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏନେଇ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ
Read More...

ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ମିଶିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ

ବଡ଼ମ୍ବା: ସକାଳେ ବିଜେଡିରୁ ଇସ୍ତଫା ଦେଉଦେଉ ମଧ୍ୟାହ୍ନରେ ଭାଜପାରେ ମିଶିଲେ ରଘୁପତି। ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ଆଜି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି । ବଡ଼ମ୍ବା ବିଧାୟକଙ୍କ ନେତୃତ୍ୱରେ ଭାଜପାରେ ସାମିଲ ହୋଇଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପା
Read More...

ଆଉ ରହିବନି ଆଳୁ ସଙ୍କଟ, ଆସୁଛି ୩୦୦ ଟ୍ରକ୍ ଆଳୁ

ଭୁବନେଶ୍ବର: ରାଜ୍ୟରେ ଆଉ ରହିବନି ଆଳୁ ସଙ୍କଟ। ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ଆସନ୍ତାକାଲି ସୁଦ୍ଧା ଆଳୁ ଟ୍ରକ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଦେଖାଦେବନି ଆଳୁସମସ୍ୟା। ଆଜି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ
Read More...

ନୌସେନା ଦିବସ ପାଇଁ ଗଜପତି ମହାରାଜଙ୍କୁ ନିମନ୍ତ୍ରଣ

ପୁରୀ: ଡିସେମ୍ବର ୪ ତାରିଖରେ ପୁରୀ ବେଳାଭୂମିରେ ନୌସେନା ଦିବସ ପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି। ଯୁଦ୍ଧ ଜାହାଜ, ଟାଙ୍କ ଓ ହେଲିକ୍ୟାପଟର ଗର୍ଜରେ କମ୍ପୁଛି ପୁରୀ ବେଳାଭୂମି। ସତେ ଯେପରି ଲାଗୁଛି ପୁରୀ ବେଳାଭୂମିରେ ଯୁଦ୍ଧଭୂମିର କ୍ଷେତ୍ର। ନୌସେନା ଦିବସ ପାଇଁ ଗଜପତି ମହାରାଜଙ୍କୁ
Read More...