ପହଲଗାମ ଘଟଣାର ବଦ୍ଲା ନେବ ଭାରତ
ନୂଆଦିଲ୍ଲୀ: ଯେଉଁମାନେ ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରରେ ସାମିଲ ଥିଲେ ସେମାନଙ୍କୁ କଳ୍ପନାରୁ ବାହାରେ ମିଳିବ କଠୋର ଦଣ୍ଡ। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାର ଦୁଃସାହସ ଦେଖାଇଛନ୍ତି ସେମାନଙ୍କୁ ଛଡା ଯିବନି। ମିଳିବ କଠୋର ଦଣ୍ଡ। ସେମାନଙ୍କୁ ମାଟିରେ ମିଶାଇ ଦିଆଯିବାର ସମୟ ଆସିଛି।!-->…
Read More...
Read More...