ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ୩ରେ ହେବ ନିଟ୍ ପିଜି ପରୀକ୍ଷା। ସୁପ୍ରିମକୋର୍ଟ ଗୁରୁବାର ନ୍ୟାସନାଲ ବୋର୍ଡ ଅଫ ଏକ୍ସାମିନେସନ୍ସ (ଏନବିଇ)କୁ ନିଟ୍-ପିଜି ୨୦୨୫ ପରୀକ୍ଷା ଅଗଷ୍ଟ ୩ ତାରିଖରେ ଆୟୋଜନ କରିବାକୁ ଅନୁମତି ଦେଇଛନ୍ତି। ଯାହା ପ୍ରଥମେ ଜୁନ୍ ୧୫ ପାଇଁ ସ୍ଥିର କରାଯାଇଥିଲା। ହେଲେ ଏହା!-->…
Read More...
Read More...