ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ଦେଶରେ ଶ୍ରେଷ୍ଠ ବ୍ଲକ ଭାବେ ଛତ୍ରପୁର ପୁରସ୍କୃତ

ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ୪୫ଟି ପଞ୍ଚାୟତିରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି।
Read More...

ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ଭାବେ କୋରାପୁଟ ପୁରସ୍କୃତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର – ୨୦୨୪ ପ୍ରଦାନ କରିଛନ୍ତି। ଏଥିରେ ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ
Read More...

ଓଡିଶାରେ ୨୭ଟି ଉତ୍ପାଦକୁ ମିଳିଛି ଜିଆଇ ମାନ୍ୟତା

ଭୁବନେଶ୍ବର: ଓଡିଶାରେ ୨୭ଟି ଉତ୍ପାଦ ଓ ସାମଗ୍ରୀକୁ ମିଳିଛି ଜିଆଇ ମାନ୍ୟତା। ଓଡ଼ିଶାର କେଉଁ କେଉଁ ଜିଲ୍ଲାର କେଉଁ ଉତ୍ପାଦିତ ସାମଗ୍ରୀକୁ ଭୌଗଳିକ ସୂଚକାଙ୍କ ମାନ୍ୟତା ମିଳିଛି ଏନେଇ ବୁଧବାର ପ୍ରଶ୍ନ କରିଛନ୍ତି ତାରା ପ୍ରସାଦ ବାହିନୀପତି। ତାଙ୍କ ପ୍ରଶ୍ନରେ ଜବାବ ରଖି ଅଣୁ, କ୍ଷୁଦ୍ର ଓ
Read More...

ଆଇଏପିଏମ୍‌ର ୭୨ତମ ଜାତୀୟ ବାର୍ଷିକ ସମ୍ମିଳନୀ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୧ ଏବଂ ୨ରେ ଚାରୋଟି…

ଭୁବନେଶ୍ୱର: ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ପାଥୋଲୋଜିଷ୍ଟସ ଆଣ୍ଡ ମାଇକ୍ରୋବାୟୋଲୋଜିଷ୍ଟସ (ଆଇଏପିଏମ୍‌) ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପାଥୋଲୋଜି-ଇଣ୍ଡିଆନ୍ ଡିଭିଜନ୍ (ଆଇଏପି-ଆଇଡି)ର ୭୨ତମ ବାର୍ଷିକ ସମ୍ମିଳନୀ କଟକ ସ୍ଥିତ ଏସ୍‌ସିବି ମେଡିକାଲ୍ କଲେଜରେ ଆୟୋଜିତ ହେବା ପରିପ୍ରେକ୍ଷୀରେ ଶିକ୍ଷା
Read More...

ଖୋଲିବ ୫୮ ଟି ଶୀତଳ ଭଣ୍ଡାର

ଭୁବନେଶ୍ବର; ଗୃହରେ ଉଠିଲା ଆଳୁ ପ୍ରସଙ୍ଗ। ଆଳୁ ପାଇଁ ପଶ୍ଚିମବଙ୍ଗ ଉପରେ ନିର୍ଭରଶୀଳ ନହେବାକୁ ସରକାର ବଦ୍ଧପରିକର ବୋଲି ଉପମୁଖ୍ୟମନ୍ତ୍ରୀ ଗୃହକୁ ଅବଗତ କରାଇଛନ୍ତି। ଏହସହ ୫୮ ଟି ସବଡିଭିଜନରେ କୋଲଡ୍ ଷ୍ଟୋରେଜ ହେବା ପାଇଁ ଲକ୍ଷ୍ୟ ରହିଥିବା ନେଇ ସୂଚନା ଦେଇଛନ୍ତି।ଚଳିତ ରବି ଋତୁରେ ଆଳୁ ଚାଷ
Read More...

ଏସସିବିରେ ଚାକିରି ଦେବା ଘଟଣାରେ ଆଉ ୨ ଗିରଫ

କଟକ: କଟକ ବଡ ମେଡିକାଲରେ ଚାକିରି ବିକ୍ରି ପ୍ରସଙ୍ଗରେ ଏବେ ଆଉ ଦୁଇ ଜଣ ଅଭିଯୁକ୍ତିଙ୍କୁ ବାନ୍ଧିଛି ପୋଲିସ୍। ପୂର୍ବରୁ ୨ ଜଣ ଅଭିଯୁକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ପୁଣି ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଧରିଛି ମଙ୍ଗଳାବାଗ ପୋଲିସ୍ । ଏଥିସହିତ ସହିତ ଗିରଫଦାରୀ ୪କୁ ପହଞ୍ଚିଛି।ତେବେ
Read More...

ତାରିଣୀ ପୀଠରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୧୪ ଭୋଗ ଦୋକାନ

ଘଟଗାଁ: ଭୋଗ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ। ଘଟଗାଁ ତାରିଣୀ ପୀଠରେ ଅଘଟଣ, ନିଆଁଲାଗି ଜଳିଗଲା ୧୪ ଭୋଗ ଦୋକାନ। କେନ୍ଦୁଝର ଜିଲ୍ଲା ଘଟଗାଁ ମା ତାରିଣୀ ମନ୍ଦିର ୨ନଂ ଗେଟ୍ ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ୧୪ଟି ଭୋଗ ସାମଗ୍ରୀ ଦୋକାନରେ ହଠାତ୍ ନିଆଁ ଲାଗି ୨୦ରୁ ୩୦ଲକ୍ଷରୁ ଉର୍ଦ୍ଧ
Read More...

ଡିସେମ୍ବର ୩୧ରେ ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଡିସେମ୍ବର ୩୧ରେ ଏସ୍‌ସି,ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ। ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ
Read More...

ଅଟୋ ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଅଟୋ ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ବିଧାସଭା ନିର୍ବାଚନ ତାରିଖ ଘୋଷଣା ନହେବା ପୂର୍ବରୁ ଆରମ୍ଭ ହେଲାଣି ରାଜନୀତି। ଆପ ଆଗୁଆ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏବେ ଆମ ଆଦମୀ ପାର୍ଟି ତରଫରୁ ଅରବିନ୍ଦ କେଜ୍ରିୱାଲ ୫ଟି
Read More...

ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ, ୩ ମୃତ

ଢେଙ୍କାନାଳ: ଢେଙ୍କାନାଳରେ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ,
Read More...