ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ୩ ମୃତ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ରାମବନ ଅଞ୍ଚଳରେ କୁଆପଥର ବର୍ଷା ସହ ଭୂସ୍ଖଳନ ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍!-->…
Read More...
Read More...