ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର; ସୋମବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ କହିଛନ୍ତି ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ହେବ ବଡ ପରିବର୍ତ୍ତନ। ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ। ମନ୍ତ୍ରୀ କହିଛନ୍ତି, ଭଦ୍ରକ ସମେତ ୩୦ ଜିଲାରେ ମେଡିକାଲ କଲେଜ ଖୋଲିବା ସହ
Read More...

ସଞ୍ଜୟ ମାଲହୋତ୍ରା ହେବେ ଆରବିଆଇ ନୂଆ ଗଭର୍ଣ୍ଣର

ନୂଆଦିଲ୍ଲୀ; ନୂଆ ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରା ଭାରତର ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ନୂତନ ଗଭର୍ନର ହେବାକୁ ଯାଉଛନ୍ତି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୧୦ ଡିସେମ୍ବରରେ ଶେଷ ହେଉଛି। ତାଙ୍କ ସ୍ଥାନରେ
Read More...

ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

ପୁଡୁଚେରୀ: ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ। କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ରବିବାରରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ପୁଡୁଚେରୀ
Read More...

ପୁଣି ଦିଲ୍ଲୀରେ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ:ରାଜଧାନୀ ଦିଲ୍ଲୀର ସ୍କୁଲକୁ ବୋମା ଧମକ। ପୁଣିଥରେ ଦିଲ୍ଲୀର ପ୍ରାୟ ୪୦ ଟି ସ୍କୁଲ ଉପରେ ବୋମା ପକାଇବାକୁ ଧମକ ଦିଆଯାଇଛି। ସୋମବାର (ଡିସେମ୍ବର ୯) ସକାଳ ୭ଟାରେ, ଆର.କେ ପୁରମର ଡିପିଏସ, ପଶ୍ଚିମ ବିହାରଙ୍କ ଜିଡି ଗୋଏଙ୍କା ସ୍କୁଲ, ମଦର ମେରି ସ୍କୁଲ ସହିତ ୪୦ଟି ସ୍କୁଲ
Read More...

ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ବର: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି।
Read More...

ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କା ଇନପୁଟ୍ ସହାୟତା

ଭୁବନେଶ୍ବର: ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା । ୮୦୦ ଟଙ୍କାର ଇନ୍‌ପୁଟ ସହାୟତା ଦେଲେ ରାଜ୍ୟ ସରକାର। ବରଗଡ ସୋହେଲାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦ୍ର ସରକାରଙ୍କ ୨୩୦୦ ଏମଏସପି ସହ ୮୦୦ଟଙ୍କାର ଇନପୁଟ୍‌
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହତ୍ୟା କରିବା ନେଇ ମୁମ୍ବାଇ ପୋଲିସକୁ ଏକ ଧମକ ହସ୍ତଗତ ହୋଇଛି। ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ମୁମ୍ବାଇ ଟ୍ରାଫିକ୍‌ ପୋଲିସର ହେଲ୍‌ପଲାଇନ ନମ୍ବରକୁ ହ୍ବାଟ୍ସଆପ୍‌ ଯୋଗେ ଏହି ଧମକଭରା ମେସେଜ୍‌
Read More...

ସୂର୍ଯ୍ୟମନ୍ଦିରର ଗର୍ଭ ଗୃହରୁ କଢ଼ାଯିବ ବାଲି

ଭୁବନେଶ୍ବର: ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରରୁ କଢ଼ାଯିବ ୧୨୧ ବର୍ଷର ବାଲି । ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି କାର୍ଯ୍ୟ ସରିଥିବା ବେଳେ ଏହାର ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଆସିଛନ୍ତି ଏଏସ୍‌ଆଇ କୋର କମିଟି। ଚତୁର୍ଥ ପର୍ଯ୍ୟାୟ ପାଇଁ ଏଏସଆଇ ଓ ବିଡିଆର ୧୫ ଜଣିଆ ଟିମର ଆଲୋଚନା
Read More...

ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍

ଭୁବନେଶ୍ବର: ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍। ୬ରୁ ୭ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବା ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ସେ କହିଛନ୍ତି ସାନ୍ତାଳୀ ଭାଷାରେ ନ୍ୟୁଜ୍ ପଢା ନେଇ ରାଷ୍ଟ୍ରପତିଙ୍କର ଆଗ୍ରହ ଥିଲା। ସାନ୍ତାଳ ମାନେ
Read More...

ମଠ ଭିତରେ ଯୁବତୀଙ୍କୁ ଔଷଧ ଦେଇ ଦୁଷ୍କର୍ମ

ରେଢ଼ାଖୋଲ: ରେଢ଼ାଖୋଲରେ ଲଜ୍ଜା। ବନ୍ଧା ହେଲେ ଆତ୍ମଘୋଷିତ ବାବା ପ୍ରଫୁଲ୍ଲ। ମଠ ଭିତରେ ଯୁବତୀଙ୍କୁ ଦୁଷ୍କର୍ମ କଲା ରଙ୍ଗିଲା ବାବା। ଲୁହାପଙ୍କ ପଞ୍ଚାୟତ ବୈଷ୍ଣବଝୁଲି ଗାଁ ମଠ ଭିତରେ ଯୁବତୀଙ୍କୁ ଦୁଷ୍କର୍ମ। ଔଷଧ ଦେଇ ଯୁବତୀଙ୍କୁ ଅଚେତ ଅବସ୍ଥାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ୫୩
Read More...