ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି
କଟକ: ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ଅର୍ଥାତ୍ ଆଜି ଫର୍ମ ପୂରଣର ଶେଷ ତାରିଖ ଥିବାବେଳେ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି!-->…
Read More...
Read More...