ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଗଜପତି: ଠାକୁର ଦର୍ଶନ ପାଇଁ ଯାଇଥିବାବେଳେ ଅଘଟଣ। ଗଜପତି ଜିଲ୍ଲା ମୋହନ ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି!-->…
Read More...
Read More...