ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ପୁଣି ବଢିଲା ତୈଳ ଦର, ୪ ଦିନରେ ତୃତୀୟ ଥର ପାଇଁ ବୃଦ୍ଧି

ପୁଣି ବଢିଲା ତୈଳ ଦର । ଗୋଟିଏ ଦିନର ଆଶ୍ୱସ୍ତି ପରେ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି । ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ତୈଳ ଦର ଲଗାତର ବଢିବାରେ ଲାଗିଛି । ଗତ ୪ ଦିନରେ ତୃତୀୟ ଥର ପାଇଁ ତୈଳ ଦର ବୃଦ୍ଧି ହୋଇଛି। ପେଟୋଲ ଓ ଡିଜେଲ ଦର ଲିଟର ପିଛା ୮୦ ପଇସା ବଢିଛି। ଭୁବନେଶ୍ୱର…
Read More...

ଆଜି ଶପଥ ନେବେ ଯୋଗୀ ଆଦିତ୍ୟନାଥ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଯୋଗୀ ଆଦିତ୍ୟନାଥ। ଲକ୍ଷ୍ନୌର ଏକନା ଷ୍ଟାଡିୟମରେ ଯୋଗୀଙ୍କ ଶପଥ ଗ୍ରହଣ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୪ଟା ବେଳେ ଏହି ଶପଥ ସମାରୋହ ଅନୁଷ୍ଠିତ ହେବ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବଡ଼ ନେତା…
Read More...

ବିଧାୟକଙ୍କ ମିଡିଆ ପ୍ରଭାରୀଙ୍କୁ ମାଡ଼

ଟଙ୍କା ବାଣ୍ଟିବା ଅଭିଯୋଗରେ ବିଧାୟକଙ୍କ ମିଡିଆ ପ୍ରଭାରୀଙ୍କୁ ମାଡ଼ ଅଭିଯୋଗ । ପାଟଣାଗଡ଼ ବିଜେଡି ବିଧାୟକ ସରୋଜ ମେହେରଙ୍କ ମିଡିଆ ପ୍ରଭାରୀ ପ୍ରଦୀପ ମେହେରଙ୍କୁ ଭୋଟ କେନ୍ଦ୍ର ବାହାରେ ଟଙ୍କା ବାଣ୍ଟୁ ଥିବା ଅଭିଯୋଗରେ ସ୍ଥାନୀୟ ଲୋକ ମାଡ଼ ମାରିଛନ୍ତି । ପାଟଣାଗଡ଼ ଏନଏସି କୋଲପଡ଼ାରେ ଏହି ଘଟଣା…
Read More...

ମାନସ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ ର ଛାନ୍‌ଭିନ୍‌

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆରମ୍ଭ କରିଛି ତଦନ୍ତ । ଏଯାଏଁ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ପାଖରେ ପୁଲିସ ପହଞ୍ଚି ପାରିନଥିବା ବେଳେ ରାଜ୍ୟ ବାହାରକୁ ଯାଇଛି ଏକ କ୍ରାଇମବ୍ରାଞ୍ଚ ଟିମ୍ । ହତ୍ୟା ମାମଲା ଉପରୁ ପରଦା ହଟାଇବାକୁ ଆକ୍ସନ…
Read More...

ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମତଦାନ କେନ୍ଦ୍ରକୁ ଚାଲିଚାଲି ଯାଇ ମତାଧିକାର ସାବ୍ୟସ୍ତ କରିଛନ୍ତି । ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇ ମଧ୍ୟ ଜଣେ ସାଧାରଣ ନାଗରିକ ଭାବେ ସବୁ ନିୟମ ପାଳନ କରି ଭୋଟ ଦେଇଛନ୍ତି ନବୀନ ପଟ୍ଟନାୟକ । ଭୋଟ ଦେବା ପରେ…
Read More...

ଭୋଟ ଦେଲେ ନବୀନ

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଳାସପଲ୍ଲୀ ୟୁପି ସ୍କୁଲରେ ହୋଇଥିବା ବୁଥରେ ନବୀନ ଭୋଟ ଦେଇଛନ୍ତି । ନବୀନ ନିବାସରୁ ମତଦାନ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଚାଲି ଚାଲି ଯାଇଥିଲେ । ଚାଲି ଚାଲି ଯାଇ ଭୁବନେଶ୍ୱର ମହାନଗର ନିଗମର ୫୩ ନମ୍ବର ୱାର୍ଡର ୫୪୪ ନମ୍ବର ବୁଥରେ ନିଜ ମତାଧିକାରୀ…
Read More...

ଜାତିସଂଘ ସୁରକ୍ଷା ପରିଷଦରେ ଭାରତ ଆପଣାଇଲା ନିରପେକ୍ଷତା ନୀତି

ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ୟୁକ୍ରେନର ମାନିବିକ ସଙ୍କଟ ଉପରେ ଋଷର ପ୍ରସ୍ତାବ ଉପରେ ଭୋଟ ଦେବାଠୁ ଭାରତ ନିଜକୁ ଦୂରେଇ ରଖିଛି । ମୁଖ୍ୟକଥା ହେଉଛି ଯେ, ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ପ୍ରସଙ୍ଗରେ ଭାରତ ନିଜର ନିରପେକ୍ଷତା ବଜାୟ ରଖିଛି । ଏହା ପୂର୍ବରୁ ମଧ୍ୟ ଭାରତ ଜାତିସଂଘରେ…
Read More...

ଆଜି ପୌରାଞ୍ଚଳ ପାଇଁ ପଡୁଛି ଭୋଟ, ନେତା ବାଛିବ ସହର

ଆଜି ରାଜ୍ୟରେ ପୌର ନିର୍ବାଚନ ପାଇଁ ପଡୁଛି ଭୋଟ । ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ୩ଟି ମହାନଗର ନିଗମ ଓ ୧୦୬ଟି ପୌର ପରିଷଦ ପାଇଁ ଭୋଟ ଗ୍ରହଣ ଚାଲିଛି । ସନ୍ଧ୍ୟା ୫ଟା ଯାଏଁ ଭୋଟ ଗ୍ରହଣ ଚାଲିବ । ୪୭ଟି ମ୍ୟୁନିସପାଲଟି ଓ ୫୯ଟି ଏନଏସି ପାଇଁ ମତାଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର ।…
Read More...

ବିଜୟ ମହାପାତ୍ର ନୂଆଦିଲ୍ଲୀ ଗଲେ, କାହାକୁ ଭେଟିଲେ?

ପୁଅ ଏବେ ରାଜନୀତିକୁ ଓହ୍ଲାଇବାର ନାହିଁ କି ନିର୍ବାସନ ନେବେ ନାହିଁ ବିଜୟତୁଚ୍ଛା ଗୁଜବ କହି ଏଡ଼ାଇଗଲେ, କହିଲେ ଦେଖ ଆଗକୁ କଣ ସବୁ ଚାଲିଛି ଭୁବନେଶ୍ବର: ବିଜେପିରୁ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର ଧୀରେ ଧୀରେ ଦୂରେଇ ଗଲେଣି। ଗତ ପଞ୍ଚାୟତ ନିର୍ବାଚନରେ ସେ ଖୋଲାଖୋଲି ଘୋଷଣା…
Read More...

ବିଦା ହେଲେ ଆଉ ୬ ଅଧିକାରୀ

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ବିଦା ହେଲେ ଆଉ ୬ ଜଣ ବାବୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଆଜି ୬ ଜଣ…
Read More...